ଦୁର୍ଗା ପୂଜା

ବାଲିଗୁଡ଼ାରେ ରାବଣପୋଡ଼ି: ଆତସବାଜିରେ କମ୍ପିଲା ମିନିଷ୍ଟାଡିୟମ

ବାଲିଗୁଡ଼ା,୧୩ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ। ବିଜୟା ଦଶମୀ ଅବସରରେ ଚାରିଆଡ଼େ ପାର୍ବଣର ମାହୋଲ ଚାଲିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ାର ବିଭିନ୍ନ ପୂଜାମଣ୍ଡପ, ଶକ୍ତିପୀଠରେ ମହାମାୟୀଙ୍କ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ପାଳିତ...

ଭଦ୍ରକରେ ୨୩ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦୁର୍ଗତିନାଶିନୀ

ଭଦ୍ରକ,୧୧ା୧୦(ସନାତନ ରାଉତ): ଭଦ୍ରକ ସହରର ୨୩ଟି ପୂଜାମଣ୍ଡପରେ ମା’ ଦୁର୍ଗତିନାଶିନୀଙ୍କ ପୂଜା ଆରାଧନା ଆରମ୍ଭ ହୋଇଛି। ଶୁକ୍ରବାର ମହାଷ୍ଟମୀ ପୂଜା ଥିବାରୁ ସବୁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସକାଳ ୬ଟାରୁ ଅଷ୍ଟମୀ ପୂଜା ଆରମ୍ଭ ହୋଇଥିବା ବେଳେ ଉପବାସ...

ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ମା’ଙ୍କ ଆଶିଷ ନେଇ ଲୋକଙ୍କ ସହ…

ଭୁବନେଶ୍ୱର,୧୧ା୧୦: ମହାମାୟାଙ୍କ ପୂଜା ପାଇଁ ସମଗ୍ର ରାଜଧାନୀ ଭୁବନେଶ୍ୱର ହୋଇଛି ଚଳଚଞ୍ଚଳ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର...

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ। ଘରେ ଘରେ ଏଥିପାଇଁ ଉତ୍ସାହ ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରେ ସପ୍ତମୀଠାରୁ ଏହି...

ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ, ପୋଲିସ କମିଶନର କହିଲେ ଯଦି ବାଜେ…

କଟକ,୧ା୯: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା...

ବିଶ୍ୱାବସୁଙ୍କ ବଂଶଜ ପୂଜୁଛନ୍ତି ଶ୍ରୀନୀଳମାଧବ, ବନଦୁର୍ଗା

ମହାକାଳପଡ଼ା, ୨୩ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଭିନ୍ନ ମଣ୍ଡପଗୁଡିକରେ ମା’ ଜଗତଜନନୀ ଦୁର୍ଗାପୂଜା, ପ୍ରଭୁ ନୀଳମାଧବ ଓ ବନଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ପଜା କରୁଛନ୍ତି। ବିଭିନ୍ନ ମା’ ପୀଠରେ ମହିଳା ଶ୍ରଦ୍ଧାଳୁମାନେ...

ହିନ୍ଦୁ ଓ ମୁସଲମାନ ଏକାଠି ପାଳନ୍ତି

ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ମାଣିକଗୋଡ଼ା ଗ୍ରାମ। ଏଠାରେ ନିଆରା ଢଙ୍ଗରେ ପାଳିତ ହୁଏ ଦଶହରା। ହିନ୍ଦୁ ଓ ମୁସଲମାନ ମିଳିତ ଭାବେ ଏଠି ପାଳନ କରି ଆସୁଛନ୍ତି ଦଶହରା ପର୍ବ। ସମନ୍ବୟର ବାର୍ତ୍ତା: ବିଜୟାଦଶମୀ ଉତ୍ସବରେ ବ୍ରାହ୍ମଣ ପୂଜା...

ଆଜି ମହାନବମୀ, ପୂଜା ପାଉଛନ୍ତି ମା’ ଦଶଭୁଜା

ଭୁବନେଶ୍ୱର,୨୩ା୧୦: ଆଜି ଅର୍ଥାତ୍‌ ସୋମବାର ମା’ ଦୁର୍ଗାଙ୍କ ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ସକାଳୁ ସକାଳୁ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପରେ ଭକ୍ତଙ୍କ ଭିଡ଼ ଲାଗିଲାଣି। ରସୁଲଗଡ଼, ବମିଖାଲ, ଶହୀଦନଗର,...

ଆଲୋକମାଳାରେ ଝଲସୁଛନ୍ତି ମା’

ଘସିପୁରା,୨୧ା୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ସମ୍ମୁଖରେ ପାଳିତ ହେଉଛି ଘସିପୁରା ସାର୍ବଜନୀନ ଦୁର୍ଗାପୂଜା। ଆୟୋଜକଙ୍କ ପକ୍ଷରୁ ପୂଜାମଣ୍ଡପ ରଙ୍ଗବେରଙ୍ଗର ଆଲୋକମାଳାରେ ସଜା ହୋଇଥିବା ବେଳେ ମଣ୍ଡପରେ ମା’ଙ୍କର ଆରାଧନା ଚାଲିଛି। ଏହାକୁ ଦେଖିବା ପାଇଁ ପ୍ରବଳ ଭକ୍ତଙ୍କ...

ଧୂମ୍‌ଧାମରେ ଚାଲିଛି ମା’ଙ୍କ ପୂଜା

ଛତ୍ରପୁର,୨୧ା୧୦(ଦିଲ୍ଲୀପ ସାମଲ): ଧରାବତରଣ କରିଛନ୍ତି ମା’ ଜଗତ୍‌ଜନନୀ ଦୁର୍ଗା l ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କୁ ପୂଜା କରାଯାଉଛି। ଶନିବାର ମା’ଙ୍କର ସପ୍ତମୀ ପୂଜା ଚାଲିଛି। ଦୁର୍ଗା ପୂଜା ନିମନ୍ତେ ଗଞ୍ଜାମ ଜିଲା ଛତ୍ରପୁର ସହରର ବିଭିନ୍ନ ଶକ୍ତିପୀଠ ଓ...

ପଳାଶୁଣୀରେ ଲକ୍ଷ୍ମୀନାରାୟଣ ମନ୍ଦିର ତୋରଣ

ଭୁବନେଶ୍ୱର,୧୬।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଦୁର୍ଗା। ରବିବାରଠାରୁ ନବରାତ୍ର ପୂଜା ଆରମ୍ଭ ହୋଇଥିବାବେଳେ ଦୁର୍ଗାପୂଜା ପାଇଁ ଆୟୋଜକମାନେ ସେମାନଙ୍କ ପ୍ରସ୍ତୁତିକୁ ଜୋର୍‌ଦାର କରିଛନ୍ତି। ରାଜଧାନୀର ଅନ୍ୟତମ ମଣ୍ଡପ ପଳାଶୁଣୀରେ ଏଥର ମଧ୍ୟପ୍ରଦେଶର...

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri