ଦୁର୍ଗା ପୂଜା

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଚଳିତଥର ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ ନିର୍ମାଣ କରିବାକୁ ଯାଉଛି। ଏହା ମୁଖ୍ୟ...

ବମିଖାଲ ଦୁର୍ଗାପୂଜା ସମିତି : ତୋରଣରେ ଜମ୍ମୁ-କଶ୍ମୀର ପ୍ୟାଲେସ

ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା କଡରେ ଜମ୍ମୁ-କଶ୍ମୀର ପ୍ୟାଲେସ ନିର୍ମାଣ କରିବ। ତୋରଣର ଉଚ୍ଚତା ୮୦ଫୁଟ ଓ...

ଦୁର୍ଗାପୂଜା ପୂର୍ବରୁ ନବରାତ୍ରୀର ରହିଛି ବିଶେଷ ମହତ୍ୱ

ଦୁର୍ଗାପୂଜା ହିନ୍ଦୁମାନଙ୍କର ଏକ ବଡ ପର୍ବ ବୋଲି କୁହାଯାଏ। ଶାରଦୀୟ ନବରାତ୍ରୀ ସବୁଠାରୁ ଶୁଭ ବୋଲି ମଧ୍ୟ କୁହାଯାଏ। ବିଶେଷ କରି ଏହା ହିନ୍ଦୁମାନଙ୍କ ପାଇଁ ବିଶେଷ ମହତ୍ୱ ରଖିଥାଏ। ୯ ଦିନ ଧରି ଚାଲିଥିବା ଏହି ପର୍ବରେ ଦେବୀ...

ଶହୀଦନଗର ଦୁର୍ଗାପୂଜା ସମିତି:ତୋରଣରେ ଲକ୍ଷ୍ନୌ ରାଜପ୍ରାସାଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତିରେ ନିଜକୁ ସାମିଲ କରିଛି ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ପୂଜାମଣ୍ଡପ ଶହୀଦନଗର। ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ଏବେ ସୁଦ୍ଧା ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସହ ପାର୍ଶ୍ୱବର୍ତ୍ତୀ ମୂର୍ତ୍ତି ଓ ତୋରଣ ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ...

ଭୋପାଳରେ ପୂଜା ହେବେନି ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି

ଭୋପାଳ,୧୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଖଟଲାପୁରରେ ଗତ ଗଣେଶ ପୂଜା ସମୟରେ ହୋଇଥିବା ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ସରକାର ଏବେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର କହିଛନ୍ତି ଏଥର ଭୋପାଳରେ ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି ପୂଜା...

ଚାଉଳିଆଗଞ୍ଜ ପୂଜା କମିଟି : ଦଶମୀରେ ହୁଏ ଦହି ପଖାଳ

କଟକ ଅଫିସ,୧୬ା୯ : ଷୋଡ଼ଶ ଉପଚାରରେ ହୁଏ ଜନଗହଳି। କେବଳ ଗୋଟିଏ ଦିନ ନୁହେଁ, ସମ୍ପୂର୍ଣ୍ଣ ଷୋଡ଼ଶ ଉପଚାରରେ ଏଠାରେ ଜନଗହଳି ହୁଏ। ଚଳିତଥର ଷୋଡ଼ଶ ଉପଚାର ସମୟରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। କମିଟି ପକ୍ଷରୁ ଭାଇଚାରାକୁ...

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା ଦେଶର ନଜର ରହିଥାଏ। ତେବେ ଚଳିତ ଥର କୋଲକାତାର ଦୁର୍ଗାପୂଜାରେ ଦେଖିବାକୁ ମିଳିବ...

୬୪ ବର୍ଷରେ ପୁରୁଣାଷ୍ଟେଶନ ବଜାର ଦୁର୍ଗାପୂଜା: ଏଥର ତୋରଣରେ ଔରଙ୍ଗାବାଦର ଅଜନ୍ତା-ଏଲୋରା ଗୁମ୍ଫା

କଟକ ରୋଡ : ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହେଉଛି ରାଜଧାନୀ। ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି ତୋରଣ। ମୃଣ୍ମୟୀ ମୂର୍ତ୍ତି ତିଆରିରେ ଲାଗିଛନ୍ତି ଶିଳ୍ପୀ ଓ କାରିଗର। ଏହି ଦୌଡରେ ସାମିଲ ହୋଇଛି ଭୁବନେଶ୍ୱର ପୁରୁଣାଷ୍ଟେଶନ ବଜାର ସାର୍ବଜନୀନ...

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri