ସମ୍ପାଦକୀୟ

ଯୁବବର୍ଗ ନା ବରିଷ୍ଠ

ଗତ ସପ୍ତାହରେ ବିଶ୍ୱର ଦୁଇ ଲୋକସଂଖ୍ୟା ବହୁଳ ରାଷ୍ଟ୍ର ଚାଇନା ଓ ଭାରତରେ ପୃଥକ୍‌ ଘଟଣା ଦେଖିବାକୁ ମିଳିଛି। ଯୁବସଂଖ୍ୟା କମିଯାଉଥିବାରୁ ପରିବାର ପିଛା ୩ ସନ୍ତାନ…

3 years ago

ସାତ ଦଶନ୍ଧି ପରେ ବି ଅପରିପକ୍ୱ

ରବିନାରାୟଣ ସାମଲ ଆସାମ, ପଶ୍ଚିମବଙ୍ଗ, କେରଳ, ତାମିଲନାଡ଼ୁ ଓ ପଣ୍ଡିଚେରୀର ବିଧାନସଭା ନିର୍ବାଚନ ଫଳାଫଳ ଦେଶର ରାଜନୀତିକୁ ବେଶ୍‌ ପ୍ରଭାବିତ କରିଛି। କାରଣ ନିର୍ବାଚନ ମଇଦାନରେ ବିଭିନ୍ନ…

3 years ago

ଅସ୍ଥି କଳସର ଦୁଃଖ

ଚିତ୍ର ଚରିତ୍ର/ଅଧ୍ୟାପକ ନିରଞ୍ଜନ ପାଢ଼ୀ କାଲିଯାଏ ସୁଖଦୁଃଖର ଦୁନିଆରେ ବଞ୍ଚିଥିବା ଲୋକଟିର ଶରୀର ଆଜି ଜୁଇ ନିଅଁାରେ ଭସ୍ମୀଭୂତ ହୋଇ ମୁଠାଏ ପାଉଁଶ ଓ କେଇଖଣ୍ଡ ଅସ୍ଥିରେ…

3 years ago

ଏଇ ଭାରତରେ

”ଆମ ପୃଥିବୀ ଅତି ସୁନ୍ଦର, ଆକର୍ଷଣୀୟ। ଆମେ ତାଙ୍କୁ ଭଲ ପାଇବା, ତା’ପାଇଁ ପ୍ରତିଦିନ କିଛି ସମୟ ଦେବା ଓ ତା’ର ଯତ୍ନ ନେବା ଦରକାର। କାରଣ…

3 years ago

ଏହା ହିଁ ବାସ୍ତବ ସ୍ଥିତି

ଆକାର ପଟେଲ ଗତ ମାସ ଶେଷରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର ତା’ର ୭ ବର୍ଷ ପୂର୍ତ୍ତି ପାଳନ କଲା। କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ…

3 years ago

କଳା ରକ୍ତର ଅନ୍ବେଷଣକାରୀ

ଐତିହାସିକ ଘଟଣାବଳୀକୁ ଚମତ୍କାର ଭାବେ ଉପସ୍ଥାପନ କରିପାରିଲେ ଆଜିର ପିଢ଼ି ତାହାକୁ ପଢ଼ିବାକୁ ଆଗ୍ରହ ପ୍ରକାଶ କରିବେ। ପୂର୍ବଜମାନଙ୍କ ସାହସିକ ପଦକ୍ଷେପ ବା କୀର୍ତ୍ତି ହେଉ କିମ୍ବା…

3 years ago

କରୋନା କାଳର ଆର୍ଥିକ ପରିଚାଳନା

ଡ. ଅମରେନ୍ଦ୍ର ଦାସ ବିଶ୍ୱକୁ କରୋନା କବଳିତ କରିବା ପୂର୍ବରୁ ଆମ ରାଜ୍ୟର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଫେବୃୟାରୀ ୧୮, ୨୦୨୦ରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧,…

3 years ago

ଏଇ ଭାରତରେ

ସକାରାମତ୍କ ପରିବର୍ତ୍ତନ ଆଣିବାରେ ଗୋଷ୍ଠୀଗତ ପ୍ରୟାସର ଗୁରୁତ୍ୱ ପ୍ରମାଣିତ ହୋଇଛି ତାମିଲନାଡୁରେ। ଶ୍ରୀନିବାସନ ସର୍ଭିସ ଟ୍ରଷ୍ଟ(ଏସ୍‌ଏସ୍‌ଟି) ଦ୍ୱାରା ତାମିଲନାଡୁର ୨୫୦୦ ଦୁର୍ଗମ ତଥା ମରୁଡ଼ିପ୍ରବଣ ଗାଁରେ ଲୋକମାନଙ୍କ…

3 years ago

ଏଇ ଭାରତରେ

ପରିବେଶକୁ ପ୍ରଦୂଷଣ ମୁକ୍ତ ରଖିତ୍ବା ପାଇଁ ଯେଉଁ କେତେଜଣ ପ୍ରୟାସ ଜାରି ରଖିତ୍ଛନ୍ତି ସେମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶର ସମୀକ୍ଷା ଗନେରିଓ୍ବାଲ ସମ୍ପୂର୍ଣ୍ଣ ଭିନ୍ନ। ସମୀକ୍ଷା ପ୍ଲାଷ୍ଟିକ ବ୍ୟବହାର…

3 years ago

ପରିସଂସ୍ଥାର ପୁନରୁଦ୍ଧାର ହେଉ

ଡ. ଦେବାନନ୍ଦ ବେଉରା ଏହା କହିବା ବାହୁଲ୍ୟ ଯେ, ଆଜିର ପିଢ଼ି ପରିସଂସ୍ଥା କହିଲେ କିଛି ବୁଝନ୍ତି ନାହିଁ। ଅବଶ୍ୟ କିଛି ଓଡ଼ିଆ ଶବ୍ଦର ସ୍ବଳ୍ପ ପ୍ରଚଳନକୁ…

3 years ago