ସମ୍ପାଦକୀୟ

ଜୀବନ ଜିଇବାର କଳା

ପ୍ରକାଶ ତ୍ରିପାଠୀ ନାମ ଅସଲମ୍‌ ମଲ୍ଲିକ। ବୟସ ତିରିଶ ପାଖାପାଖି। ଘର କୋଲକାତା (ପଶ୍ଚିମବଙ୍ଗ)। ପେସା କାର୍ପେଣ୍ଟିଙ୍ଗ ଅର୍ଥାତ୍‌ ଇଣ୍ଟେରିୟର ଡିଜାଇନିଂ। ଅସଲମ୍‌ ସହ ମୋ ସମ୍ପର୍କ…

5 years ago

ବାତ୍ୟାପ୍ରବଣ ମାସ ଅକ୍ଟୋବର

ଇଂ. ହାଡ଼ିବନ୍ଧୁ ଖଣ୍ଡୁଆଳ ଆମ ଦେଶର ପୂର୍ବ ଓ ପଶ୍ଚିମ ଉପକୂଳରେ ସାମୁଦ୍ରିକ ଝଡ଼ ସୃଷ୍ଟି ହେଉଥିଲା ବେଳେ ପୂର୍ବ ଉପକୂଳରେ ଅଧିକ ବାତ୍ୟା ସୃଷ୍ଟି ହୁଏ।…

5 years ago

ଏଇ ଭାରତରେ

ହିନ୍ଦୁଧର୍ମରେ ବୈଦିକ ରୀତିନୀତିରେ ଅଗ୍ନିକୁ ସାକ୍ଷୀ ରଖି ବାହାଘର କରାଯାଉଥିବାବେଳେ ରାଜସ୍ଥାନରେ ସମ୍ବିଧାନକୁ ସାକ୍ଷୀ ରଖି ବାହା ହୋଇଛନ୍ତି ବର-କନ୍ୟା। ଏମିତି ନିଆରା ବାହାଘର ଖର୍ଚ୍ଚ କମ୍‌…

5 years ago

କବକ ସଂକ୍ରମଣ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ କବକ ଦ୍ୱାରା ବ୍ୟାପୁଥିବା ସଂକ୍ରମଣ କ୍ୟାଣ୍ଡିଡା ଏରିସ୍‌ ପ୍ରଥମେ ୨୦୦୯ରେ ଜାପାନରେ ଦେଖାଯାଇଥିଲା। ଏହାପରେ ଏବେ ସାରା ବିଶ୍ୱରେ ଏହା ବ୍ୟାପିଲାଣିି।…

5 years ago

ବିଶେଷଜ୍ଞ ଆମଦାନି

ଡ. ସୁବାସ ଚନ୍ଦ୍ର ପାତ୍ର କିଛି ବର୍ଷ ତଳେ ସଚିବାଳୟସ୍ଥ (ଏବର ଲୋକସେବା ଭବନ) ସାଧାରଣ ପ୍ରଶାସନ ବିଭାଗକୁ କୌଣସି ଏକ କାମରେ ଯାଇଥିଲି। ବିଭାଗକୁ ପ୍ରବେଶ…

5 years ago

ଉଠରେ ପୁତ ଉଠ

ଶକୁନ୍ତଳା ପଣ୍ଡା ସମୟ ତା’ର ଚକ୍ରରେ ଘୂରି ଘୂରି ଛଅଟି ଋତୁ ଦିଏ ପୃଥିବୀକୁ। ସମସ୍ତେ ଜାଣିଛନ୍ତି ଛଅ ଋତୁରୁ ଆମେ ତିନୋଟି ଉପଭୋଗ କରୁଛେ, ଯଥା-ଗ୍ରୀଷ୍ମ,…

5 years ago

ଏଇ ଭାରତରେ

ହ୍ବିଲ୍‌ ଚେୟାରର ସାହାରା ନେଇଥିବା ଜଣେ ମହିଳା ହଜାର ହଜାର ଦିବ୍ୟାଙ୍ଗଙ୍କୁ ନିଜ ଗୋଡ଼ରେ ଠିଆ କରାଉଥିବା ଭଳି ପ୍ରେରଣାଦାୟକ ଘଟଣା ସାମ୍‌ନାକୁ ଆସିଛି ମହାରାଷ୍ଟ୍ରରେ। ମହିଳାଙ୍କ…

5 years ago

ସମ୍ପାଦକୀୟ/ସ୍ଥିରତା ଲୋଡ଼ା

ନିକଟରେ ଦେଶର ୨୦୦ରୁ ଊର୍ଦ୍ଧ୍ୱ ଜିଲାରେ ବ୍ୟାଙ୍କ ପକ୍ଷରୁ ଋଣମେଳା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୧୪ ଅକ୍ଟୋବରରେ ତଥ୍ୟ ଦେଇଛନ୍ତି ଯେ, ଏହି…

5 years ago

ମହିଳାଙ୍କ ଭରସା ନବୀନ

ମାନସ ରଞ୍ଜନ ମଙ୍ଗରାଜ ପରିଣତ ବୟସରେ ପହଞ୍ଚିଥିବା ପ୍ରମିଳା ବିଷୋୟୀଙ୍କ ନାଁ ଯେତେବେଳେ ଆସିକା ଲୋକ ସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଭାବେ ଘୋଷଣା ହେଲା…

5 years ago

ସ୍କୁଲ ଅପମିଶ୍ରଣ ଓ ଆତଙ୍କିତ ଶିକ୍ଷକ

ଅଞ୍ଜନ ଚାନ୍ଦ କିଛିଦିନ ତଳେ ଏଠାରେ ଗୋଟିଏ ଦୁଃଖଦ ଘଟଣା ଘଟିଲା। ଦୁଇଜଣ ସ୍କୁଲ ପିଲା ମଧ୍ୟାହ୍ନଭୋଜନ ବିରତି ବେଳେ ସ୍କୁଲ ପାଖ କେନାଲରେ ଖସିପଡ଼ିଲେ। ସେମାନଙ୍କୁ…

5 years ago