ସମ୍ପାଦକୀୟ

ଭାରତଛାଡ଼ ଆନ୍ଦୋଳନ ଓ ରକ୍ତତୀର୍ଥ ଇରମ୍‌

ଡ. ପ୍ରଫୁଲ୍ଲ କୁମାର ସାହୁ ଅଗଷ୍ଟ ବିପ୍ଳବ ଆମ ସ୍ବାଧୀନତା ସଂଗ୍ରାମ ଇତିହାସରେ ଏକ ଯୁଗାନ୍ତକାରୀ ଅଧ୍ୟାୟ। ୧୯୪୨ ଅଗଷ୍ଟ ୮ ତାରିଖ ବମ୍ବେର ଗ୍ବାଲିୟର ଟ୍ୟାଙ୍କ୍‌…

5 years ago

ବିଡ଼ମ୍ବିତ ଆଦିବାସୀଙ୍କ ଅଧିକାର

ଭାଲଚନ୍ଦ୍ର ଷଡ଼ଙ୍ଗୀ ଆଦିବାସୀ ଆମ ସଭ୍ୟତାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବର୍ତ୍ତମାନ ବିଶ୍ୱର ୭୦ଟି ଦେଶରେ ୩୭ କୋଟିରୁ ଅଧିକ ଆଦିବାସୀ ବସବାସ କରୁଛନ୍ତି। ଆମ ଦେଶରେ…

5 years ago

ଏଇ ଭାରତରେ

ଅଚିହ୍ନା ମୃତଦେହ ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ବର୍ଷ…

5 years ago

କିଏ ପ୍ରାଣୀ କିଏ ଉଦ୍ଭିଦ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ପ୍ରାଣୀ ଓ ଉଦ୍ଭିଦ ମଧ୍ୟରେ ପ୍ରଭେଦ ରହିଛି। ପ୍ରାଣୀଙ୍କୁ ବଞ୍ଚତ୍ବା ପାଇଁ ଶକ୍ତି ଦରକାର। ଏହି ଶକ୍ତି ସେ ନିଜେ ଉପତ୍ାଦନ…

5 years ago

ବିକାଶ ଶିଡ଼ିରେ ଚାଷୀ

ବିଚିତ୍ର ବିଶ୍ୱାଳ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ କହିଥିଲେ, ଖାଦ୍ୟଦ୍ରବ୍ୟ ଆମଦାନି କରିବା ପ୍ରତ୍ୟେକ ଦେଶ ପାଇଁ ଅତ୍ୟନ୍ତ ଲଜ୍ଜାର ବିଷୟ। ସେ ପୁଣି କହିଥିଲେ…

5 years ago

ବିଜ୍ଞାନ ପାଇଁ ପଦଯାତ୍ରା

କମଳାକାନ୍ତ ଜେନା ପ୍ରକୃତି ଓ ପରିବେଶରୁ ବିଜ୍ଞାନର ଜନ୍ମ। ପ୍ରକୃତିରେ ଘଟୁଥିବା ଘଟଣାଗୁଡ଼ିକୁ ବୁଝିବା, ତା’ ପଛର କାରଣକୁ ଖୋଜିବା ଏବଂ ସେହି ଜ୍ଞାନକୁ ପ୍ରୟୋଗକରି ନୂଆ…

5 years ago

ଏଇ ଭାରତରେ

ଆଧୁନିକ ଯୁଗରେ ଅନ୍ଧବିଶ୍ୱାସକୁ ପଛରେ ପକାଇ ବିଜ୍ଞାନ ବହୁତ ଆଗକୁ ଯାଇପାରିଛି। ତଥାପି ଲୋକମାନେ ଅନ୍ଧବିଶ୍ୱାସ ଉପରେ ଭରସା ରଖୁଛନ୍ତି। ଏମିତି ଏକ ଅନ୍ଧବିଶ୍ୱାସଭିତ୍ତିକ ନାଗ ଅଦାଲତ…

5 years ago

ସମ୍ପାଦକୀୟ/ଉପହାର ଲୋଭ

ସମ୍ପାଦକୀୟ/ଉପହାର ଲୋଭ ଉପହାର ଦିଆଯାଏ କାହିଁକି? ସେହି ମର୍ମରେ ଅଧିକ ଭାବିଲେ ପିଲାଙ୍କୁ ଚକୋଲେଟ କିମ୍ବା ବଡ଼ଙ୍କୁ ଉପଢ଼ୌକନ ବା ଉପହାର ଦେବାର ଏକମାତ୍ର କାରଣ ବା…

5 years ago

ଜଳ ସଂରକ୍ଷଣ ମାନସିକତା

ବୈକୁଣ୍ଠନାଥ ମିଶ୍ର ଆମ୍ଭେମାନେ ଶିଶୁ ଥିବାବେଳେ ପରିବାରରେ ଗୋଟିଏ କଥା ଆମ୍ଭମାନଙ୍କୁ କୁହାଯାଉଥିଲା ଯେ ଖାଦ୍ୟ ନଷ୍ଟ କରନାହିଁ। ଏପରିକି ଖାଦ୍ୟ ବଳକା ରହିଲେ କିମ୍ବା ଥାଳି…

5 years ago

ଚାଇନା-ଭାରତ ବାଣିଜ୍ୟ ସମ୍ପର୍କ

ଇଂ. ମାୟାଧର ସ୍ବାଇଁ ଭାରତ ଓ ଚାଇନା ପୃଥିବୀର ଦୁଇଟି ପ୍ରାଚୀନ ସଭ୍ୟତା। ଏହି ଦୁଇ ଦେଶରେ ଅନେକ ଜ୍ଞାନବିଜ୍ଞାନ ବିକଶିତ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ…

5 years ago