ସମ୍ପାଦକୀୟ

କଶ୍ମୀରରେ ବଞ୍ଚିତ ବାଲ୍ମୀକି ସମ୍ପ୍ରଦାୟ

ନାରାୟଣ ପଣ୍ଡା ଭାରତ ତାଙ୍କର ମାତୃଭୂମି, ଏହି ମାଟିରେ ସେମାନେ ପୁରୁଷ ପୁରୁଷ ଧରି ବସବାସ କରିଆସୁଛନ୍ତି, କିନ୍ତୁ ନାଗରିକ ମର୍ଯ୍ୟାଦାରୁ ଏଠାରେ ବଞ୍ଚିତ ସେମାନେ। ଏମିତି…

5 years ago

ଆୟକର ଓ ଭାରତର ପ୍ରଗତି

ସୁରେଶ ଚନ୍ଦ୍ର ମହାପାତ୍ର ୧୮୫୭ ମସିହାରେ ଭାରତରେ ସଂଘଟିତ ସିପାହୀ ବିଦ୍ରୋହରେ ତତ୍କାଳୀନ ବ୍ରିଟିଶ ସରକାରଙ୍କୁ ପ୍ରଭୂତ କ୍ଷତି ସହିବାକୁ ପଡ଼ିଥିଲା। ସେହି ଆର୍ଥିକ କ୍ଷତିକୁ ଭରଣା…

5 years ago

ଏଇ ଭାରତରେ

କୌଣସି ବ୍ୟକ୍ତି ଅପରାଧ କରି ଦୋଷୀ ସାବ୍ୟସ୍ତ ହେଲେ ତାଙ୍କୁ ଦଣ୍ଡବିଧାନ ସ୍ବରୂପ ଜେଲ୍‌ରେ ରଖାଯାଇଥାଏ। କିନ୍ତୁ ଆମ ଭାରତରେ ଏପରି ଏକ ଜେଲ୍‌ ରହିଛି ଯେଉଁଠି…

5 years ago

ସମ୍ପାଦକୀୟ/ଆଜି ଅସଲି, କାଲି ନକଲି

ଜଣେ ବ୍ୟକ୍ତିଙ୍କ ଆୟର ଉତ୍ସ ଜାଣିବା ଲାଗି ଭାରତର ଆୟକର ବିଭାଗ ଦ୍ୱାରା ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍‌) ବ୍ୟବହାର କରାଯାଇଥାଏ। ସେହିପରି ଆୟକର ଦାଖଲ ବେଳେ…

5 years ago

ମଦ ରାଜସ୍ବ ଓ ଜିଡିପି

ସହଦେବ ସାହୁ ଅବକାରୀ ବିଭାଗର ଆୟ ଉପରେ ମନ୍ତ୍ରୀଙ୍କ ଉତ୍ତର- ୨୦୦୦ ତୁଳନାରେ ୨୦୧୯ରେ ଅବକାରୀ ଟିକସ ପ୍ରାୟ ୨୯ଗୁଣ ବଢ଼ି ୧୩୫.୩୫ କୋଟିରୁ ୩୮୦୦ କୋଟି…

5 years ago

ପୋଲିସ ପାଖରେ ରହୁନି ବିଦେଶୀଙ୍କ ତଥ୍ୟ

ଯୁଧିଷ୍ଠିର ମହାରଣା ସର୍ବଭାରତୀୟ ସ୍ତରରେ ଓଡ଼ିଶା ପୋଲିସର ଦକ୍ଷତା, ପ୍ରତିବଦ୍ଧତା, ସାଧୁତା ଓ କର୍ତ୍ତବ୍ୟନିଷ୍ଠା ଯଥେଷ୍ଟ ଆଗରେ। ଅନେକ ଘଡ଼ିସନ୍ଧି ମୁହୂର୍ତ୍ତ ଓ ପ୍ରତିକୂଳ ପରିବେଶରେ ପୋଲିସ…

5 years ago

ଏଇ ଭାରତରେ

ଜିଭ କାଟି ମହାଦେବଙ୍କୁ ଅର୍ପଣ କଲେ ଯୁବକ। ଆଧୁନିକ ବିଜ୍ଞାନ ଯୁଗରେ ଏବେ ମଣିଷ ଚନ୍ଦ୍ରରେ ବସତି ସ୍ଥାପନ କରିବାକୁ ଚିନ୍ତା କରୁଛି। ଏପରି ସ୍ଥଳେ କେତେକ…

5 years ago

ଗୁରୁତ୍ୱ କେଉଁଠ

ଝାଡ଼ଖଣ୍ଡ ଗୁମ୍‌ଲା ଜିଲାର ଏକ ଗ୍ରାମରେ ୨୧ ଜୁଲାଇରେ ଗୁଣିଗାରେଡ଼ିି ସନ୍ଦେହରେ ୪ ଜଣଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏହାର ୩ ଦିନ ପୂର୍ବରୁ ବିହାରର ସରନ୍‌…

5 years ago

ଭାରତ ଓ କ୍ରିକେଟ

ଶରତ ଚନ୍ଦ୍ର ମିଶ୍ର ସିପାହି ଆନ୍ଦୋଳନ (୧୮୫୭) ସମୟକୁ ଭାରତରେ ଇଂରେଜ ଓ ଭାରତୀୟଙ୍କ ମଧ୍ୟରେ ତିକ୍ତତା ଚରମ ସୀମାରେ। ଇଷ୍ଟ ଇଣ୍ଡିଆ କମ୍ପାନୀଠାରୁ ଇଂରେଜ ସରକାର…

5 years ago

ଓଡ଼ିଶାର ପାଲା ସଂସ୍କୃତି

ନୃସିଂହ ଚରଣ ମହାପାତ୍ର ଆମ ଉତ୍କଳ ପ୍ରଦେଶର ଯେତେପ୍ରକାର ସଂସ୍କୃତି ରହିଛି ତନ୍ମଧ୍ୟରୁ ପାଲା ଅନ୍ୟତମ। ମୋଗଲ ଶାସନ ଅମଳରୁ ସତ୍ୟନାରାୟଣ ପାଲା ବା ସତ୍ୟପୀର ପାଲା…

5 years ago