ସମ୍ପାଦକୀୟ

ଆଜିର ଅର୍ଥନୀତି/ ଗଡ଼ାଣିରେ ଅର୍ଥନୀତି

ଭାରତ ସରକାରଙ୍କ ପୂର୍ବତନ ଅର୍ଥନୈତିକ ପରାମର୍ଶଦାତା ଅରବିନ୍ଦ ସୁବ୍ରମଣ୍ୟନ୍‌ ଚଳିତ ସପ୍ତାହରେ ଦେଶର ଜିଡିପି ଆକଳନ ସମ୍ପର୍କରେ ଏକ କଟୁସତ୍ୟ ପ୍ରକାଶ କରି ଏକପ୍ରକାର ବୋମା ପକାଇବା…

5 years ago

ଯାନବାହନରୁ ବାୟୁ ପ୍ରଦୂଷଣ ଓ ବିଏସ୍‌-୬

ଡ. ରମେଶ ଚନ୍ଦ୍ର ପରିଡ଼ା ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗେ ସଙ୍ଗେ ବିସ୍ତାରିତ ଶିଳ୍ପାୟନ ଓ ନଗରୀକରଣ, ବୃଦ୍ଧିପ୍ରାପ୍ତ ଯାନବାହନର ସଂଖ୍ୟା ତଥା ଅନ୍ୟାନ୍ୟ ବହୁ ମାନବୀୟ କାର୍ଯ୍ୟକଳାପ…

5 years ago

ଭାଇ ଭାଇ ସମ୍ପର୍କ

ଅଭିମନ୍ୟୁ ଧଳ ଯୁଦ୍ଧ ଭୂମିରେ ରାବଣ ଶେଷନିଃଶ୍ୱାସ ନେବା ପୂର୍ବରୁ ଶ୍ରୀରାମଚନ୍ଦ୍ରଙ୍କୁ ପାଖକୁ ଡାକି କହିଲେ ”ମୁଁ ତୁମଠାରୁ ସବୁକଥାରେ ଶ୍ରେଷ୍ଠ। ଜାତିରେ ଶ୍ରେଷ୍ଠ, ବୟସରେ ତୁମଠାରୁ…

5 years ago

ଏଇ ଭାରତରେ

ଭଲ ବର୍ଷା ପାଇଁ ଖୋଲା ଆକାଶ ତଳେ ୪ ମାସ ହେବ ତପସ୍ୟା କରୁଛନ୍ତି ଜଣେ ସାଧୁ। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି। ଏପରି ଏକ…

5 years ago

ଅଣ୍ଡା ଓ ହୃଦ୍‌ରୋଗ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ଆମ ରକ୍ତରେ ଥିବା କୋଲେଷ୍ଟରୋଲ ହେଉଛି ଏକ ପ୍ରକାର ଚର୍ବି ପରି ଉପାଦାନ। ଏହା ଆମ ଶରୀର ଦ୍ୱାରା ଉତ୍ପନ୍ନ ହୁଏ…

5 years ago

ପାଖେଇ ଆସୁଛି ପ୍ରଳୟ

ଅଭୟ ସୂତାର ଏବେ ବିଶ୍ୱ ପରିବେଶରେ ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପରିବେଶ ପ୍ରଦୂଷଣ ଯୋଗୁ ପୃଥିବୀ ପୃଷ୍ଠରୁ ଅନେକ ଜାତିର ପ୍ରାଣୀ ଓ ଉଦ୍ଭିଦ ଲୋପ…

5 years ago

ସିସିଫସ୍‌ ନୁହେଁ, କୃଷ୍ଣଚୂଡ଼ା

ସୁଧିରାଜ ରାଉତ ଆଜି ରବିବାର ଅଫିସ ଛୁଟି, କାମର ବୋଝ ନାହିଁ, ଅଫିସରଙ୍କ ନାଲିଆଖି ନାହିଁ, ନିଜ ଇଚ୍ଛାରେ ଆଜି ମୁଁ ରଜା...। ଏମିତି ଭାବି ଭାବି…

5 years ago

ଏଇ ଭାରତରେ

ଭାରତ ଏକ କୃଷିପ୍ରଧାନ ଦେଶ। ଦେଶର ଅଧିକାଂଶ ଅଞ୍ଚଳର ଚାଷଜମି ମୌସୁମୀବାୟୁ ଜନିତ ବର୍ଷାଜଳ ଉପରେ ନିର୍ଭର କରେ। ଏହାଦ୍ୱାରା ଭଲ ଫସଲ ହେବ ବୋଲି ଆଶା…

5 years ago

ସମ୍ପାଦକୀୟ/ଅବିଶ୍ୱସନୀୟ ମନେହେଉଛି

ଭାରତର ସଂସଦୀୟ ଗଣତନ୍ତ୍ରର ଶାସନ ପଦ୍ଧତି ଦେଖିଲେ ଆଇନ ପ୍ରଣେତାମାନେ ବିଭିନ୍ନ ପ୍ରକାର ନୀତି, ଯୋଜନା ଓ କାର୍ଯ୍ୟକ୍ରମ ପ୍ରଣୟନ କରିଥାଆନ୍ତି। ଯୋଜନାର ସ୍ବରୂପ ଦେଖି ଅମଲାତନ୍ତ୍ରୀ…

5 years ago

କାହିଁ ସେଦିନର ଲୁହ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ଓଡ଼ିଶାରେ ଫନୀର ତାଣ୍ଡବ ପରେ ହଜାର ହଜାର ଲୋକ ବାସହରା ହୋଇଛନ୍ତି। ଖାଇବାକୁ ପାଉନାହାନ୍ତି। ଜୀବିକା ହରାଇଛନ୍ତି। ଅବଶ୍ୟ ସରକାର ଯଥାସାଧ୍ୟ ଆର୍ଥିକ…

5 years ago