ସମ୍ପାଦକୀୟ

ଗୃହିଣୀଙ୍କ ହାହାକାର

ଭାରତରେ ପୂର୍ବରୁ ରୋଷେଇ ଲାଗି କାଠ, ଘଷି, ଛଣକୁଟା, ପତ୍ର, ତୈଳବୀଜ ଜାତୀୟ ଫସଲର ଚୋପା ସହ କୋଇଲା ଆଦି ବ୍ୟବହାର କରାଯାଇଆସୁଥିଲା। ଏହାଦ୍ୱାରା ମହିଳାଙ୍କ ସ୍ବାସ୍ଥ୍ୟ ବିଗିଡ଼ି ଯାଉଛି ବୋଲି କୁହାଯାଇ କେନ୍ଦ୍ର ସରକାର ଗରିବ ଓ ଅସହାୟଙ୍କୁ...

ଯେତେ ଅଧିକ ନିୟମାବଳୀ

ସାମାଜିକ ଓ ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବା ଲାଗି ୨୫ ଫେବୃୟାରୀରେ କେନ୍ଦ୍ର ସରକାର ନୂଆ ନିୟମାବଳୀ ଆଣିଛନ୍ତି। ଫେକ୍‌ ନ୍ୟୁଜ୍‌ ବା ମିଥ୍ୟା ଖବର ଓ ଘୃଣା ବୃଦ୍ଧିକାରୀ ବିଷୟବସ୍ତୁକୁ ନିୟନ୍ତ୍ରଣ କରିବା ସକାଶେ ଏଭଳି ନିୟମାବଳୀ ଆଣିବାର...

ଉପେକ୍ଷିତ ମାତୃତ୍ୱ

ଡ. ପ୍ରଫୁଲ୍ଲ କୁମାର ସାହୁ ମମତା ଅଜାଡ଼ି ଦେବାର ଅନ୍ୟ ନାମ ମାଆ। ଆମ ଜୀବନ ଭୂମିକୁ ସିକ୍ତକରି ବହିଯାଇଥିବା ଏକ ଶୀତଳ ଝର। କିଏ ତାକୁ ବାତ୍ସଲ୍ୟର ବାରିଧାରା କହେ ତ କିଏ କହେ ସେବା ଓ ସହନଶୀଳତାର...

ପିଲା ମନ

ଅଞ୍ଜନ ଚାନ୍ଦ ଏବେ ମୁଁ ସ୍କୁଲକୁ ଯିବାକୁ ଗାଁଭିତରେ ରାସ୍ତାଟିଏ ପାଇଯାଇଛି। ମୋତେ ଆଉ ସବୁଦିନ ଚଳଚଞ୍ଚଳ ରାଜରାସ୍ତାକୁ ଯିବାକୁ ପଡୁନାହିଁ। ଯିବାଆସିବାରେ ପାଞ୍ଚ କିଲୋମିଟର ରାସ୍ତା ଓ ଦଶ ମିନିଟ୍‌ ସମୟ କମ୍‌ ପଡୁଛି। ଗାଁ ରାସ୍ତାରେ କେତେ...

ଏଇ ଭାରତରେ

ମହିଳାମାନେ କୃଷି କ୍ଷେତ୍ରରେ ସଫଳତାର ଶୀର୍ଷକୁ ଯାଇପାରିବେ। ଏହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶର ସାନ୍ନା ଖାଁ। ମିରଟ ନିବାସୀ ୩୧ ବର୍ଷୀୟା ସାନ୍ନା ଜୈବିକ କୃଷି ପାଇଁ କୃଷକମାନଙ୍କୁ ପ୍ରୋତ୍ସାହିତ କରିବା ସହ ଜିଆଖତ ପ୍ରସ୍ତୁତ କରି ବର୍ଷକୁ ୧...

ଖାତିର ନାହିଁ

ଆକାର ପଟେଲ ୱାଶିଂଟନ ପୋଷ୍ଟ ସମ୍ପାଦକୀୟ ବୋର୍ଡ ଲେଖିଛି ଯେ,ଭାରତର ଗଣତନ୍ତ୍ର ଦାବି ଉପରେ ପ୍ରଶ୍ନ ଉଠାଇବା ଉଚିତ। ସଂସଦରେ ବିନା ଭୋଟରେ କୃଷି ଆଇନ ପ୍ରଣୟନ ହେବାଠାରୁ ଯୁବତୀମାନଙ୍କୁ ଜେଲରେ ରଖିବା ଯାଏ,ସରକାରରେ ଯାହାସବୁ ଘଟୁଛି ସେ ସମ୍ପର୍କିତ...

ମହାଜାଗତିକ ଆହ୍ବାନ

ଜାତୀୟ ବିଜ୍ଞାନ ଦିବସ ଉପଲକ୍ଷେ ପ୍ରଫେସର ଡ. ଅଜୟ କୁମାର ପାତ୍ର ଯାହାର ଭୂଗୋଳ ଯେତେ ସୁନ୍ଦର, ତାହାର ଇତିହାସ ସେତେ କଳଙ୍କିତ। ପୃଥିବୀ ଓ ଦ୍ୱିତୀୟ ପୃଥିବୀ ମହାସମରର ଭୟାବହତା, ନାଗାସାକି ଓ ହିରୋଶିମାର ବୀଭତ୍ସ ରୂପ ଏବଂ...

ଏଇ ଭାରତରେ

ବେଳେବେଳେ କୃଷକମାନେ ଯାହା ଆବିଷ୍କାର କରନ୍ତି ତାହାକୁ ବୈଜ୍ଞାନିକମାନେ ବି ଗ୍ରହଣ କରିଥାନ୍ତି। ଏଭଳି ଜଣେ କୃଷକ ହେଉଛନ୍ତି ତେଲଙ୍ଗାନାର ଚିନ୍ତଲା ଭେଙ୍କଟ ରେଡ୍ଡୀ। ସେ ବିକାଶ କରିଥିବା ନୂଆ କିସମର ଧାନ ଓ ଗହମରୁ ଭିଟାମିନ ‘ଡି’ ମିଳୁଛି।...

ଜୀବନରେ ଅପବ୍ୟୟ

ଡ. ସତ୍ୟ ନାରାୟଣ ମିଶ୍ର ବଞ୍ଚିବା  ନିମନ୍ତେ ଆବଶ୍ୟକ ଉପକରଣ ତଥା ଆବଶ୍ୟକତାକୁ ମେଣ୍ଟାଇବା ପାଇଁ ବ୍ୟୟ ଯଥାର୍ଥ। ବ୍ୟୟ ଓ ଅପବ୍ୟୟ ମଧ୍ୟରେ ପ୍ରାସଙ୍ଗିକତା ଦୃଷ୍ଟିରୁ ପ୍ରଥମେ ଯେତେବେଳେ ଅପବ୍ୟୟ କଥା ଆଲୋଚନା ହୁଏ, ସେତେବେଳେ ଆଗ ବ୍ୟୟ...

ରାଜ୍ୟ ବଜେଟ: ସମ୍ବଳ ବାଧକ

ଡ. ସନ୍ତୋଷ କୁମାର ମହାପାତ୍ର ଫେବୃୟାରୀ ୨୨ରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ଆର୍ଥତ୍କବର୍ଷ ପାଇଁ କାଗଜବିହୀନ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟକୁ ନେଇ ମିଶ୍ର ପ୍ରତିକ୍ରିୟା ଦେଖାଦେଇଛି। ସାଧାରଣତଃ ଏକ ବଜେଟକୁ ଯେତେବେଳେ ସମୀକ୍ଷା କରାଯାଏ, ନୋମିନାଲ...

ଏଇ ଭାରତରେ

ଭୀମା ଚାଲଓ୍ବାଡିଙ୍କ ସାହସର ଗାଥା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ। ଗୋଆର ଭାସ୍କୋ ନିବାସୀ ସମ୍ପୃକ୍ତା ମହିଳାଙ୍କୁ ୧୫ ବର୍ଷ ବୟସରେ ଜଣେ ଦେହଜୀବୀ ହେବାକୁ ବାଧ୍ୟ କରାଯାଇଥିଲା। କିନ୍ତୁ ସେ ସେଥିରୁ ମୁକୁଳି ଏବେ ୮୦୦ କମ୍‌ ବୟସର ଦେହଜୀବୀଙ୍କୁ...

ଛୋଟ ପଦକ୍ଷେପ

ବିଦେଶ ମନ୍ତ୍ରଣାଳୟ(ଏମ୍‌ଇଏ) ଅଧିକ ଯୁଗ୍ମ ସଚିବଙ୍କୁ କୂଟନୈତିକ କ୍ଷେତ୍ରରେ ଯୋଡ଼ିବାକୁ ଅତ୍ୟନ୍ତ ଉତ୍ସୁୁକତା ପ୍ରକାଶ କରିଛି। ବିଭିନ୍ନ ଦେଶରେ ସ୍ଥାପିତ ନୂଆ ଦୂତାବାସ ଏବଂ ବାଣିଜ୍ୟ ଦୂତାବାସରେ କର୍ମଚାରୀ ନିଯୁକ୍ତି ପାଇଁ ଏଭଳି କରାଯାଇଛି। କିଛି ଦିନର ଅପେକ୍ଷା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri