ସମ୍ପାଦକୀୟ

ପୁଣି ବିବାଦ ଘେରରେ ଇଭିଏମ୍‌

ଅରୁଣ କୁମାର ପଣ୍ଡା ଏବେ ପୁଣି ଇଭିଏମ୍‌ (ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ) ବିବାଦ ଘେରକୁ ଆସିଛି। ଭୋଟରଙ୍କ ମତଦାନ ପରେ ଇଭିଏମ୍‌ଗୁଡ଼ିକୁ ସ୍ଥାନାନ୍ତର ସମୟରେ ସେଥିରେ ଟାମ୍ପରିଂ (ହେରଫେର) କରାଯାଇଛି ବୋଲି ପ୍ରାୟ ସମସ୍ତ ବିରୋଧୀ ଦଳ ଅଭିଯୋଗ କରିଛନ୍ତି।...

କାଳବୈଶାଖୀ ଓ ବଜ୍ରପାତ

ମୋହନ କୁମାର ଭଟ୍ଟ ପ୍ରଚଣ୍ଡ ତାତିରେ ସିଝୁଥିବା ରାଜ୍ୟବାସୀଙ୍କୁ ସାମୟିକ ଆଶ୍ୱସ୍ତି ଆଣିଦେଉଛି କାଳବୈଶାଖୀ। ହେଲେ ଏହା ଧ୍ୱଂସଲୀଳା ବି ସୃଷ୍ଟି କରୁଛି। କେବଳ ଘୂର୍ଣ୍ଣିଝଡ଼ କି ବର୍ଷାପବନ ନୁହେଁ, କାଳବୈଶାଖୀ ସମୟରେ ହେଉଥିବା ବଜ୍ରପାତ ଯୋଗୁ ଅକାଳରେ ଝରିପଡ଼ୁଛି...

ଏଇ ଭାରତରେ

ହାଇଦ୍ରାବାଦ୍‌ର ଜଣେ ଯୁବକ ଗୋଟିଏ ଦିନରେ ହଜାରେ ଲୋକଙ୍କୁ ଖାଦ୍ୟ ଖୁଆଇ ରେକର୍ଡ ସୃଷ୍ଟି କରିଛନ୍ତି। ‘ସର୍ଭ୍‌ ନିଡି’ ନାମକ ଏନ୍‌ଜିଓର ପ୍ରତିଷ୍ଠାତା ଗୌତମ କୁମାର ଗୋଟିଏ ଦିନରେ ପ୍ରାୟ ହଜାରେ ଗରିବ ଲୋକଙ୍କୁ ଖାଇବାକୁ ଦେଇ ‘ୟୁନିଭର୍ସାଲ ବୁକ୍‌...

ଆଜିର ଅର୍ଥନୀତି/ ବର୍ତ୍ତମାନର ଆବଶ୍ୟକତା

ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀଭାବେ ତାଙ୍କର ପଞ୍ଚମ ପାଳି ଆରମ୍ଭ କରିବାକୁ ଯାଉଥିବା ବେଳେ ସରକାର ଏବେ ସାମନା କରୁଥିବା କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଦୃଷ୍ଟି ଦେବାର ସମୟ ଆସିଛି। ଏହି ମାସ ଆରମ୍ଭରେ ପର୍ଯ୍ୟଟନ ସହର ପୁରୀ...

ଓଡ଼ିଶା ରାଜନୀତିରେ ନାରୀଶକ୍ତି

ଶରତଚନ୍ଦ୍ର ମିଶ୍ର ଏଥର ନିର୍ବାଚନ(୨୦୧୯)ରେ ବିଜେଡି ଓଡ଼ିଶାର ସମୁଦାୟ ଲୋକ ସଭା ସିଟ୍‌ର ତିନିଭାଗରୁ ଏକଭାଗ ମହିଳାଙ୍କୁ ପ୍ରଦାନ କରି ଏକ ସକାରାତ୍ମକ ଉଦାହରଣ ସୃଷ୍ଟି କରିଛି। ମହିଳାମାନଙ୍କ ନିମନ୍ତେ ପୌରସଭା ଓ ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକରେ ୫୦ଭାଗ ଆସନ ସଂରକ୍ଷିତ...

ବିଦାୟ ପାହାଡ଼ରାଣୀ

ଡ. ଆଲୋକ ରଞ୍ଜନ ମିଶ୍ର ଇତିହାସ ରଚିବାକୁ ଯାଇ ନିଜେ ଇତିହାସ ପାଲଟିଗଲ। ଭାରତୀୟ ସଂସ୍କୃତିର ପ୍ରତୀକ ଶାଢ଼ି ପରିଧାନ କରି ତୁମେ ଅଷ୍ଟ୍ରେଲିଆର ସର୍ବୋଚ୍ଚ ଗିରିଶୃଙ୍ଗ ମାଉଣ୍ଟ କୋସିଓଯୋକ (ଯାହାର ଉଚ୍ଚତା ୨,୨୨୮ ମିଟର)କୁ ସଫଳତାର ସହ ଆରୋହଣ...

ଏଇ ଭାରତରେ

ଚୋରି କରିବା ଏକ ନିନ୍ଦନୀୟ କାର୍ଯ୍ୟ। ଚୋରି କରୁଥିବା ପୁରୁଷକୁ ବିବାହ ପାଇଁ କେହି ଝିଅ ଦେବାକୁ ରାଜି ହୁଅନ୍ତି ନାହିଁ। କିନ୍ତୁ ଛତିଶଗଡ଼ର କେତେକ ଜିଲାରେ ନଟ ସମ୍ପ୍ରଦାୟର ଯୁବକ ବାହାହେବା ପାଇଁ ଚୋରି କରିବାକୁ ବାଧ୍ୟ ହେଉଛନ୍ତି।...

କୁତ୍ସିତ ବୃତ୍ତି

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ଏ ପୃଥିବୀରେ ଯେତେ ସର୍ଭେ କରାଯାଇଛି, ସେଥିରୁ ଜଣାପଡ଼ିଛି ଯେ ନାଳନର୍ଦ୍ଦମା ସଫାକରିବା, ବିଶେଷକରି ପ୍ରାଣୀ (ଗାଈ, ଘୁଷୁରି, କୁକୁଡ଼ା ପ୍ରଭୃତି) ଫାର୍ମ ଓ କଂସେଇଖାନା ପରିସରର ନର୍ଦ୍ଦମା ସଫାକରିବା ସବୁଠାରୁ ତଳସ୍ତରର କାମ।...

ଅସାଧୁ ନିର୍ବାଚନ

ପ୍ରଦୀପ୍ତ ନାୟକ ନିର୍ବାଚନ ଏକ ଗଣତାନ୍ତ୍ରିକ ପ୍ରକ୍ରିୟା। ଭାରତୀୟ ସମ୍ବିଧାନ ଓ ନୀତିନିୟମ ଅନୁସାରେ ପ୍ରତ୍ୟେକ ସାବାଳକ ନାଗରିକ ସ୍ବାଧୀନ ଭାବରେ ନିଜ ଇଚ୍ଛାରେ ଭୋଟ ଦେଇପାରିବେ, ପ୍ରଚାର କରିପାରିବେ ଏବଂ ପ୍ରାର୍ଥୀ ହୋଇପାରିବେ। ଏଥିନିମନ୍ତେ ଭାରତର ପ୍ରଥମ ସାର୍ବଭୌମ...

କ୍ରିକେଟାୟ ନମଃ

ଡ. କୁଳାଙ୍ଗାର ଭାଇରେ କ୍ରିକେଟ ଖେଳ କି ମନ୍ତର କଲା, ବୁଢ଼ାହଡ଼ା ଭେଣ୍ଡିଆ ପିଲା ସଭିଙ୍କୁ ପାଗଳ କଲା…! କ୍ରିକେଟ କ୍ରିକେଟ ଘୋଷିଘୋଷି ଆମେ ଏ ଶବ୍ଦଟିକୁ ମନ୍ତ୍ରରେ ପରିଣତ କରିସାରିଲେଣି। ପ୍ରତ୍ୟକ୍ଷ ଓ ପରୋକ୍ଷରେ ଏହା ଅନେକଙ୍କର ରୋଜଗାର...

ଏଇ ଭାରତରେ

ବିବାହ ଭୋଜିରେ ବରକନ୍ୟାଙ୍କୁ ଉପହାର ପାଣିଭର୍ତ୍ତି ମାଠିଆ। ଏ କଥା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ୍ୟ। ମଧ୍ୟପ୍ରଦେଶରେ ପିଇବା ପାଣି ସମସ୍ୟା ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଏଠାରେ ଏକ ବିବାହ ଭୋଜିରେ ଯୋଗଦେଇଥିବା ଲୋକେ ବରକନ୍ୟାଙ୍କୁ ପାଣିଭର୍ତ୍ତି ମାଠିଆ...

ସମ୍ପାଦକୀୟ/ ଭିତରକୁ ଦେଖ

ସାଧାରଣ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ବରଣକରିବା ପରେ ଏବେ ଏହାର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦ ଛାଡ଼ିବାକୁ ଅଡ଼ି ବସିଛନ୍ତି। ୨୫ ମେ’ରେ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ସେ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଥିଲେ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri