ସମ୍ପାଦକୀୟ

ଏଇ ଭାରତରେ

ଶିକ୍ଷାନୁଷ୍ଠାନରେ ଯେଉଁ ଗୁରୁ ଅତି ନିଷ୍ଠାର ସହ ପିଲାଙ୍କୁ ପାଠ ପଢ଼ାନ୍ତି ସେ ଛାତ୍ରୀଛାତ୍ରଙ୍କ ନିକଟରେ ସବୁବେଳେ ପ୍ରଣମ୍ୟ ଓ ନମସ୍ୟ ହୋଇ ରହନ୍ତି। ସେହି ଶିକ୍ଷକଙ୍କ ବଦଳିକୁ ସମ୍ପୃକ୍ତ ଛାତ୍ରୀଛାତ୍ର ସହ୍ୟ କରିପାରନ୍ତି ନାହିଁ। ଧୈର୍ଯ୍ୟହରା ହୋଇ କାନ୍ଦିପକାନ୍ତି।...

ସଂଯମ ଜରୁରୀ

ନିକଟରେ ରାଜସ୍ଥାନର ପୋଖରାନ୍‌କୁ ଯାଇଥିବା ବେଳେ ଭାରତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଥିଲେ ଯେ, ଆବଶ୍ୟକ ପଡ଼ିଲେ ଭାରତ ତା’ର ଆଣବିକ ନୀତିରେ ପରିବର୍ତ୍ତନ ଆଣିପାରେ। ଅର୍ଥାତ୍‌ ‘ପ୍ରଥମେ ଆଣବିକ ଅସ୍ତ୍ର ପ୍ରୟୋଗ କରିବ ନାହିଁ’ ବୋଲି ନୂଆଦିଲ୍ଲୀର...

ସେମାନେ ପଣ୍ଡିତ ପୁଅ

ଛନ୍ଦା ମିଶ୍ର ଅ।ମେ କହୁ ଆଇନ ଓ ସମ୍ବିଧାନ ଆଖିରେ ସମସ୍ତେ ସମାନ, କିନ୍ତୁ ପ୍ରକୃତରେ ଆମ ଦେଶରେ ଗରିବଙ୍କ ପାଇଁ ଯେଉଁ ନିୟମ, ଧନୀଙ୍କ ପାଇଁ ସେ ନିୟମଟି ସମ୍ପୂର୍ଣ୍ଣ ବିପରୀତ। ଏଠି ଲଙ୍କା ଓ କାକୁଡି ଚୋରଙ୍କ...

ମଣିମା ଓ ମଣିଷ

ନିରଞ୍ଜନ ପାଢ଼ୀ ଗଣତନ୍ତ୍ରର ଗରିମା ମଧ୍ୟରେ ରାଜତନ୍ତ୍ର ବିଲୟ ଲଭିବାର ଇତିହାସ ପୁରୁଣା ହୋଇଗଲାଣି। ଜନତନ୍ତ୍ରର ଜୟଧ୍ୱନି ମଧ୍ୟରେ କେବେଠୁଁ ନିଃଶବ୍ଦ ହୋଇଗଲାଣି ମଣିମା ବୋଲି ଏକ ରାଜକୀୟ ଉଚ୍ଚାରଣ। ଜରିଲଗା ଝଲମଲ ରାଜପୋଷାକ ପିନ୍ଧି, ସିଂହାସନରେ ବସି ମଣିମା...

ଏଇ ଭାରତରେ

ମା’ ଛେଉଣ୍ଡ ନବଜାତ ଶିଶୁକନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଲେ ବିଚାରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଏବେ ସମାଜରେ ସଚେତନତାର ବାର୍ତ୍ତା ବାଣ୍ଟିବାକୁ ସକ୍ଷମ ହୋଇଛି। ସମ୍ପ୍ରତି ଏହି ଅଭିଯାନରୁ...

ଆଭ୍ୟନ୍ତରୀଣ କନ୍ଦଳର କ୍ଷତ

ଆକାର ପଟେଲ ଗତ ୨୦ ବର୍ଷ ଭିତରେ ଆଭ୍ୟନ୍ତରୀଣ କନ୍ଦଳରେ ଭାରତରେ ଯେତିକି ସୈନିକ ମରିଛନ୍ତି, ତାହା ୧୯୬୨ ଚାଇନା ଯୁଦ୍ଧରେ ଶହୀଦ ହୋଇଥିବା ସୈନିକ ସଂଖ୍ୟାର ପ୍ରାୟ ତିନିଗୁଣ। କାର୍ଗିଲ ଯୁଦ୍ଧରେ ଭାରତ ଯେତିକି ସୈନିକଙ୍କୁ ହରାଇଛି, ତା’ର...

ମଦବିରୋଧୀ ଆନ୍ଦୋଳନ ତେଜିବା ଦରକାର

ରଘୁନାଥ ମହାପାତ୍ର ଏକ ନିଶାମୁକ୍ତ ସମାଜ ଓ ରାଷ୍ଟ୍ର ଗଠନ ପାଇଁ ସରକାରୀ ଓ ବେସରକାରୀ ସ୍ତରରୁ ବିଭିନ୍ନ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିପାଇଁ ବଜେଟରେ କୋଟି କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। କିନ୍ତୁ ନିକଟରେ କେନ୍ଦ୍ର...

ପ୍ରେରଣାଦାୟିନୀ ଜୀବବିଜ୍ଞାନୀ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସମସ୍ତ ବିଭାଗକୁ ପ୍ରତିନିଧିତ୍ୱ କରୁଥିବା ଭାରତୀୟ ବୈଜ୍ଞାନିକଙ୍କ ଶୀର୍ଷ ସଂସ୍ଥା ହେଉଛି ଇଣ୍ଡିଆନ୍‌ ନ୍ୟାଶନାଲ ସାଇନ୍ସ ଏକାଡେମୀ (ଆଇଏନ୍‌ଏସ୍‌ଏ) ବା ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ। ଦେଶରେ ବିଜ୍ଞାନ ଓ ଏହାର...

ଏଇ ଭାରତରେ

ବନ୍ୟାଜଳ ଉବୁଟୁବୁ ହେଉଥିବାବେଳେ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ପାଇଁ ପରିବାର ସଦସ୍ୟ ବାହାରକୁ ଗୋଡ ବଢ଼ାଇଥିଲେ। ଏହି ସମୟରେ ବନ୍ୟାଞ୍ଚଳ ପରିଦର୍ଶନ କରୁଥିବା ଜଣେ ବିଧାୟକ ଦୌଡ଼ି ଆସି ଶବାଧାରରେ କାନ୍ଧ ଲଗାଇଥିଲେ। ଏହା ଦେଖି ଅନ୍ୟମାନେ ଆଶ୍ଚର୍ଯ୍ୟ...

ବେତନ ଆୟୋଗ ବସିବନି

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଭବିଷ୍ୟତରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ଓ ଭତ୍ତା ବୃଦ୍ଧି ପାଇଁ କୌଣସି ବେତନ ଆୟୋଗ ନ ବସାଇବାକୁ ମୋଦି ସରକାର ଚିନ୍ତା କରୁଥିବା ଜଣାପଡ଼ିଛି। ଏ ବାବଦରେ ନୀତିଗତ ନିଷ୍ପତ୍ତି ନେବା ପାଇଁ...

ଆମ ଉଚ୍ଚ ଶିକ୍ଷା: ନୂତନ ଲକ୍ଷ୍ୟ

ଡ. ରମେଶ ଚନ୍ଦ୍ର ପରିଡ଼ା କୌଣସି ଦେଶର ସର୍ବାଙ୍ଗୀଣ ପ୍ରଗତି କେବଳ ତା’ର ଅର୍ଥନୈତିକ ଅଭିବୃଦ୍ଧି ଦ୍ୱାରା ସାଧିତ ହୁଏ ନାହିଁ। ତାହାକୁ ନିରନ୍ତର ଏବଂ ସହନୀୟ କରିବା ଲାଗି ଉଚ୍ଚଶିକ୍ଷାର ବିକାଶ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଏପରିସ୍ଥଳେ ଆମ ଦେଶ...

ବିଜ୍ଞାପନର ବିପଦ

ପରଂବ୍ରହ୍ମ ତ୍ରିପାଠୀ ‘ଆପଣଙ୍କ ଟୁଥ୍‌ପେଷ୍ଟରେ ରସୁଣ ଅଛି କି?’ -ଏମିତି ଗୋଟେ ବିଜ୍ଞାପନ ଦେଖିଥିଲେ କି? କ’ଣ? ସେଥିରେ, ମାନେ ସେ ବିଜ୍ଞାପନରେ କେବଳ ଲେମ୍ବୁ ଆଉ ଲୁଣ କଥା ଥିଲା? ଯଦି ଲେମ୍ବୁ, ଲୁଣ ଯାଏ ଆସି ପାରିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri