ସମ୍ପାଦକୀୟ

ଏଇ ଭାରତରେ

ଭୋଟ ପାଇଁ ନିମନ୍ତ୍ରଣ ପତ୍ର। କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଛି କି! ହେଲେ ଏହା କୌଣସି ମନଗଢ଼ା କଥା ନୁହେଁ, ବରଂ ପ୍ରତି ଘରେ ଘରେ ଭୋଟରମାନଙ୍କୁ ଏବେ ନିମନ୍ତ୍ରଣ ପତ୍ର ବଣ୍ଟା ଆରମ୍ଭ ହୋଇଛି। ତେବେ ଏହା କୌଣସି...

ଶାନ୍ତି ପ୍ରତିଷ୍ଠାରେ ଭିଟୋ ବାଧକ

ଜନାର୍ଦ୍ଦନ ବନ୍ଦ୍ୟୋପାଧ୍ୟାୟ ଦ୍ୱିତୀୟ ବିଶ୍ୱଯୁଦ୍ଧର ଭୟାବହତା ଏବଂ ବିପୁଳ ଧନଜୀବନ କ୍ଷୟରୁ ଶିକ୍ଷାଲାଭକରି ପୃଥିବୀରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ଉଦ୍ଦେଶ୍ୟରେ ୫ ପ୍ରମୁଖ ରାଷ୍ଟ୍ର ଯଥା-ବ୍ରିଟେନ୍‌, ଫ୍ରାନ୍ସ, ଯୁକ୍ତରାଷ୍ଟ୍ର ଆମେରିକା, ଚାଇନା ଏବଂ ରୁଷିଆ ୨୪ ଡିସେମ୍ବର ୧୯୪୫ରେ ଏକ...

ବ୍ୟକ୍ତି ନୁହେଁ, ଦେଶ ସର୍ବୋପର

ବୃହସ୍ପତି ସାମଲ ଆରମ୍ଭରୁ ମୌର୍ଯ୍ୟ, ଗୁପ୍ତ, ଚୋଳ, ଚାଲୁକ୍ୟ, କୁଶାଣଙ୍କ ଭଳି ବ଼ଂଶାନୁକ୍ରମିକ ରାଜାରାଜୁଡ଼ା ଶାସନ ପରେ ବାହ୍ୟ ଆକ୍ରମଣକାରୀ ଖିଲ୍ଲିଜ, ତୋଗଲକ ଓ ମୋଗଲ ଶାସନ ସହ ସ୍ବାଧୀନତା ପୂର୍ବରୁ ଅଖଣ୍ଡ ଭାରତ ଅନେକ ଦିନ ଧରି ଇଂରେଜ...

କାନାଡ଼ାରେ ଶିଖ୍‌

ଭାରତ ଓ କାନାଡ଼ା ସମ୍ପର୍କ ପୁଣି ବିଗିଡ଼ିବାରେ ଲାଗିଲାଣି। ୨୦୨୩ ଜୁନ୍‌ରେ କାନାଡ଼ାର ବ୍ରିଟିଶ କଲମ୍ବିଆସ୍ଥିତ ଏକ ଗୁରୁଦ୍ୱାରାରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ କୁହାଯାଉଥିବା ହରଦୀପ ସିଂ ନିଜ୍ଜାରଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ହତ୍ୟା ପଛରେ ଭାରତର ହାତ ରହିଛି...

ଏଇ ଭାରତରେ

ଉତ୍ତରପ୍ରଦେଶର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ବିକାଶ ନାୟକ ଇକୋଟୁରିଜମ୍‌କୁ ପ୍ରୋତ୍ସାହିତ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ବଡ଼ କଥା ହେଉଛି ଏକ ଶୁଷ୍କ ତଥା ଚାଷ ଅନୁପଯୋଗୀ ଜମିରେ ଏହି ପର୍ଯ୍ୟଟନ କେନ୍ଦ୍ର କରାଯାଇଛି। ଫିରୋଜାବାଦ...

ତୁମ ଆଡ଼େ କେମିତ

ଡ. ଦ୍ୱିତୀ ଚନ୍ଦ୍ର ସାହୁ ସକାଳୁ ସକାଳୁ ମନେ ପଡ଼ିଗଲା କି କ’ଣ ଦୂର ବାଟ ବନ୍ଧୁ ଜଣେ ଫୋନ୍‌ କଲେ। ଚାଲି ଚାଲି ମୋବାଇଲର କଲ୍‌କୁ ରିସିଭ କଲେ ଚନ୍ଦ୍ର। ସକାଳୁଆ ଚାଲିକୁ ଉତୁଉତା ଗରମ। ଦେହରୁ ପାଣି...

ଓଡ଼ିଶାରେ ଭାଷା

ଲୋକନାଥ ପଣ୍ଡା ଫେବୃଆରୀ ମାସରେ ତିନିଦିନ ଧରି ଭୁବନେଶ୍ୱରଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ମଧ୍ୟ ଖୋଲା ହୋଇଛି। ନିକଟରେ ଓଡ଼ିଆ ଭାଷାର ପ୍ରଚାର ଓ ଉନ୍ନତି ନିମନ୍ତେ...

ଓଡ଼ିଆପ୍ରେମୀ ନାହାନ୍ତି

ଓଡ଼ିଶାରେ ନିର୍ବାଚନ ଚାଲିଥିବା ବେଳେ ଏବେ ‘ଅସ୍ମିତା’ ସର୍ବାଧିକ ବ୍ୟବହୃତ ଶବ୍ଦ ପାଲଟିଯାଇଛି। ସବୁ ଦଳ ଏହି ପ୍ରସଙ୍ଗକୁ ନେଇ ପରସ୍ପରକୁ ଦୋଷାରୋପ କରୁଛନ୍ତି। ସାହିତ୍ୟ, ସଂସ୍କୃତି, କଳା, ଧର୍ମ, ଖାଦ୍ୟରୁଚିଠାରୁ ଆରମ୍ଭକରି ପ୍ରତିଟି ଓଡ଼ିଆ ବିଷୟ ସହ ଏହାକୁ...

ଏଇ ଭାରତରେ

ଟେକ୍ସଟାଇଲ ଶିଳ୍ପରୁ ବର୍ଜ୍ୟ କପଡ଼ା ସଂଗ୍ରହ କରି ସେଥିରୁ ଷ୍ଟେସ୍‌ନେରି ଉତ୍ପାଦ ପ୍ରସ୍ତୁତ କରୁଛନ୍ତି ସୁରଟର ରାଶି ଅଗ୍ରଓ୍ବାଲା। ସେ ବର୍ଜ୍ୟରୁ ଡାଏରି, ଜର୍ନାଲ, ପ୍ଲାନର, ସ୍କେଚ୍‌ବୁକ ଏବଂ କ୍ୟାଲେଣ୍ଡର ଆଦି ତିଆରି କରୁଛନ୍ତି। ଅଗ୍ରଓ୍ବାଲା ‘ରୋହାନି ରଙ୍ଗ’ ଷ୍ଟେସନେରି...

ପ୍ଲାଷ୍ଟିକ୍‌ : ଏକ କ୍ଷୁଦ୍ର ପ୍ରବନ୍ଧ

ଶୈଳେନ୍ଦ୍ର ଦ୍ୱିବେଦୀ   ଆନ୍ତର୍ଜାତିକ ସ୍ତରରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ଏବଂ ତଜ୍ଜନିତ ପ୍ରଦୂଷଣ ରୋକିବା ପାଇଁ ବିଶ୍ୱସ୍ତରରେ ରାଜିନାମା କଥା ଗୁରୁତ୍ୱର ସହ ଚିନ୍ତା କରାଯାଉଥିବାବେଳେ ପ୍ଲାଷ୍ଟିକ୍‌ ପ୍ରଦୂଷଣ ଏବଂ ଏହାର ପ୍ରଭାବ ବାବଦରେ ଦିନକୁ ଦିନ ନୂଆ ଖବର...

ମନ୍ତ୍ରଶକ୍ତିର ପ୍ରଭାବ

ଡ. ଛାୟାକାନ୍ତ ଷଡ଼ଙ୍ଗୀ   ବୈଦିକ ଋଷିମାନଙ୍କୁ ମନ୍ତ୍ରଦ୍ରଷ୍ଟା କୁହାଯାଏ। ଦାର୍ଶନାର୍ଥକ ଦୃଶ୍‌ ଧାତୁରୁ ଦ’ କାର ଲୋପ ହୋଇ ଋଷି ଶବ୍ଦ ଗଠିତ। ନିରୁକ୍ତାଚାର୍ଯ୍ୟ ଯାସ୍କଙ୍କ ମତରେ ଯିଏ ଦର୍ଶନ କରନ୍ତି ସେ ଋଷି। ଋଷିମାନେ ତପସ୍ୟା ଓ...

ଆଇନରୁ ଆଭାସ

ସଂସଦର ପ୍ରାଥମିକ କାର୍ଯ୍ୟ ହେଉଛି ଆଇନ ଗଢ଼ିବା। କିଏ ଆଇନ ଗଢ଼ିବେ ଏବଂ ପାସ୍‌ କରିବେ ତାହା ବିଚାରକରି ଆମେ ଲୋକ ସଭାକୁ ପ୍ରାର୍ଥୀଙ୍କୁ ଚୟନକରୁ। କିନ୍ତୁ ଏବେ ଭାରତରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ବିନା ବିତର୍କରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri