ନିର୍ବାଚନ

ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ...

କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟ୍‌ ଦେଲେ ସଲମାନ

ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍‌ ଷ୍ଟାର୍‌ ଭୋଟ୍‌ ଦେଇ ନିଜର କର୍ତ୍ତବ୍ୟ ପାଳନ କରୁଛନ୍ତି। ସୁପରଷ୍ଟାର ସଲମାନ ଖାନ୍‌ ମଧ୍ୟ  ମୁମ୍ବାଇରେ ଭୋଟ୍‌ ଦେଇଛନ୍ତି। ସଲମାନ ଏକ...

‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍‌ଡିଏ ସରକାର’

ରାଞ୍ଚି,୧୦ା୧୧: ଏନ୍‌ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ...

ମହାରାଷ୍ଟ୍ରରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଭାଜପା, ଏହି ହେଭିଓ୍ବେଟ୍‌ ନେତାଙ୍କୁ ମିଳିଛି…

ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ୍‌ ଏବଂ କାମାଥି ବିଧାନସଭା ଆସନରୁ ଦଳର...

ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମୁମ୍ବାଇ,୨୦ା୧୦:  ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍‌ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍‌ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା (ୟୁବିଟି) ଏହା ସ୍ପଷ୍ଟ କରିସାରିଛି ଯେ, ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ବଣ୍ଟନ ନେଇ ଘୋଷଣା କରିଛନ୍ତି। ଝାଡ଼ଖଣ୍ଡର...

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ। ସେ...

ହରିୟାଣାରେ କିଏ ହେବେ ମୁଖ୍ୟମନ୍ତ୍ରୀ, ରେସ୍‌ରେ ରହିଛି ଏହିମାନଙ୍କ ନାମ…

ଚଣ୍ଡିଗଡ଼,୬ା୧୦: ହରିୟାଣାର ୯୦ଟି ବିଧାନସଭା ଆସନ ପାଇଁ ମତଦାନ ହୋଇଛି। ରାଜ୍ୟରେ କିଏ ସରକାର ଗଠନ କରିବ ସେନେଇ ଏକଜିଟ୍‌ ପୋଲ୍‌ ମଧ୍ୟ ଆସିଛି। ପ୍ରାୟ ସମସ୍ତ ଏକଜିଟ୍‌ ପୋଲ୍‌ରେ କଂଗ୍ରେସ ଆଗରେ ରହିଛି। ଇଣ୍ଡିଆ ଟୁଡେ ଆକ୍ସି ମାଇ...

ହରିୟାଣା ବିଧାନସଭା ନିର୍ବାଚନ ନେଇ ପ୍ରକାଶ ପାଇଲା ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ମୁଖ୍ୟମନ୍ତ୍ରୀଙ୍କ ଆସନ ପରିବର୍ତ୍ତନ

ଚଣ୍ଡୀଗଡ଼,୪ା୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ତା’ର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୬୭ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ମୁଖ୍ୟମନ୍ତ୍ରୀ ନାଏବ ସିଂ ସନିଙ୍କ ଆସନ ପରିବର୍ତ୍ତନ କରାଯାଇଛି। ସେ ଲାଡଓ୍ବା...

୩୭୦ ଧାରା ହଟିବା ପରେ ଜମ୍ମୁ-କଶ୍ମୀରରେ ହେବ ପ୍ରଥମଥର ଭୋଟ୍‌: ଆଜି ତାରିଖ ଘୋଷଣା

ନୂଆଦିଲ୍ଲୀ,୧୬ା୮: ନିର୍ବାଚନ ଆୟୋଗ ଶୁକ୍ରବାର ବିଧାନସଭା ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିବାକୁ ଯାଉଛନ୍ତି। ଜମ୍ମୁ-କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା ହେବାର ସମ୍ଭାବନା ରହିଛି। ତେବେ ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଉପରେ ସମସ୍ତଙ୍କ...

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri