ମହାରାଷ୍ଟ୍ର ନିର୍ବାଚନ

ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ...

କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟ୍‌ ଦେଲେ ସଲମାନ

ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍‌ ଷ୍ଟାର୍‌ ଭୋଟ୍‌ ଦେଇ ନିଜର କର୍ତ୍ତବ୍ୟ ପାଳନ କରୁଛନ୍ତି। ସୁପରଷ୍ଟାର ସଲମାନ ଖାନ୍‌ ମଧ୍ୟ  ମୁମ୍ବାଇରେ ଭୋଟ୍‌ ଦେଇଛନ୍ତି। ସଲମାନ ଏକ...

ମହାରାଷ୍ଟ୍ରରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଭାଜପା, ଏହି ହେଭିଓ୍ବେଟ୍‌ ନେତାଙ୍କୁ ମିଳିଛି…

ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ୍‌ ଏବଂ କାମାଥି ବିଧାନସଭା ଆସନରୁ ଦଳର...

ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମୁମ୍ବାଇ,୨୦ା୧୦:  ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍‌ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍‌ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା (ୟୁବିଟି) ଏହା ସ୍ପଷ୍ଟ କରିସାରିଛି ଯେ, ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା...

୩୭୦ ଧାରା ହଟିବା ପରେ ଜମ୍ମୁ-କଶ୍ମୀରରେ ହେବ ପ୍ରଥମଥର ଭୋଟ୍‌: ଆଜି ତାରିଖ ଘୋଷଣା

ନୂଆଦିଲ୍ଲୀ,୧୬ା୮: ନିର୍ବାଚନ ଆୟୋଗ ଶୁକ୍ରବାର ବିଧାନସଭା ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିବାକୁ ଯାଉଛନ୍ତି। ଜମ୍ମୁ-କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା ହେବାର ସମ୍ଭାବନା ରହିଛି। ତେବେ ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଉପରେ ସମସ୍ତଙ୍କ...

୨୮ରେ ଶପଥ ନେବେ ଉଦ୍ଧବ

ମୁମ୍ବାଇ,୨୬।୧୧: ଏକ ନାଟକୀୟ ମୋଡ଼ର ଅନ୍ତ ଘଟାଇ ଶେଷରେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ତାଙ୍କୁ ମହାରାଷ୍ଟ୍ର ବିକାଶ ଆଘାଡ଼ି(ଏମ୍‌ଭିଏ) ଦଳର ନେତା ଭାବେ ବଛାଯାଇଛି। ଗଠବନ୍ଧନର ତିନି ପ୍ରତିନିଧି ରାଜ୍ୟପାଳଙ୍କୁ ଭେଟିବେ। ସେହିଭଳି ନଭେମ୍ବର ୨୮...

ବଢିଲା ଫଡନଭିଶଙ୍କ ସମସ୍ୟା

ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ଏବେ ପୁଣିଥରେ ବିଧାନସଭା ନିର୍ବାଚନରେ ବିଜୟ ଲାଭ କରି ସେ ତାଙ୍କର ଦ୍ୱିତୀୟ...

ମୁଖ୍ୟମନ୍ତ୍ରୀ ଆସନ ଉପରେ ଶିବସେନାର ନଜର: ଅଢେଇ ବର୍ଷ ପାଇଁ ମାଗିପାରେ ଗାଦି

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ରରେ ରାଜନୀତି ଏବେ ସରଗରମ। କାରଣ ବିଧାନସଭା ନିର୍ବାଚନ ପରେ ଏବେ ରାଜ୍ୟରେ ଭାଜପା-ଶିବସେନା ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ପୂର୍ବରୁ ୫୦-୫୦ ଆସନ ବୁଝାମଣାକୁ ନେଇ ଶିବସେନା ଭାଜପା ସହ ମେଣ୍ଟ କରିଥିବା ବେଳେ ଏବେ...

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍‌ ନିର୍ଦ୍ଦେଶକଙ୍କ...

ଖୁବ୍‌ କମ୍‌ ଭୋଟରେ ଆଗରେ ଅଛନ୍ତି ଫଡନବିଶ

ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍‌ କମ୍‌ ବ୍ୟବଧାନରେ ଅର୍ଥାତ୍‌ ମାତ୍ର ୮୩୯୮ ଖଣ୍ଡ ଭୋଟରେ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ଆଗରେ...

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ...

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri