Advertisement

ନିର୍ବାଚନ

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲରଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର

ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ।…

11 months ago
 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ…

11 months ago
ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…

ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…

ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ…

11 months ago
୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା ଲାଗି…

11 months ago
୨୩ରେ ଧାମନଗର ଆସିବେ ଜେପି ନଡ୍ଡା୨୩ରେ ଧାମନଗର ଆସିବେ ଜେପି ନଡ୍ଡା

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ…

11 months ago
କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ଏବଂ…

11 months ago
ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ…

11 months ago
ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ ଖୋଲିଛନ୍ତି।…

11 months ago
ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ ନିର୍ବାଚନ…

11 months ago
ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ ନିକଟରେ…

11 months ago