ନିର୍ବାଚନ

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର…

5 months ago

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ…

5 months ago

ଓଡ଼ିଶାରେ କୌଣସି ବିକାଶ ହୋଇ ନାହିଁ: ରାଜନାଥ

ଖୋର୍ଦ୍ଧା,୨୦।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ହାବେଳି ପଡ଼ିଆରେ ରବିବାର ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜନାଥ ସିଂ ରାଜ୍ୟ…

5 months ago

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ ପ୍ରଶ୍ନ…

5 months ago

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି…

5 months ago

ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ…

5 months ago

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

5 months ago

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା…

5 months ago

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି। କର୍ମଚାରୀଙ୍କ…

5 months ago

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ ସହ…

5 months ago