Advertisement

ନିର୍ବାଚନ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

10 months ago
ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରାନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନୂଆଦିଲ୍ଲୀ,୬।୬:ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀରୁ ଡାକରା ହୋଇଛି। ଫଳରେ ଆଜି ଭାଜପାର ୨୦ ଏମ୍‌ପି ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଭାଜପାର ସଂସଦୀୟ ବୋର୍ଡ ବୈଠକ…

10 months ago
ମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍‌ପି, ନିର୍ବାଚନ ଜିତି କଲେ ରେକର୍ଡମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍‌ପି, ନିର୍ବାଚନ ଜିତି କଲେ ରେକର୍ଡ

ମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍‌ପି, ନିର୍ବାଚନ ଜିତି କଲେ ରେକର୍ଡ

ନୂଆଦିଲ୍ଲୀ, ୫ା୬: ସରିଛି ୨୦୨୪ ଲୋକସଭା ନିର୍ବାଚନ। ପ୍ରକାଶ ପାଇଛି ଫଳାଫଳ । ହେଲେ ଏହି ନିର୍ବାଚନରେ ରେକର୍ଡ କରିଛନ୍ତି ୪ ଯୁବ ଏମ୍‌ପି। ସେମାନଙ୍କ ମଧ୍ୟରେ…

10 months ago
ମୁଁ ଭାଜପାରେ ଥିଲି, ଅଛି ଆଉ ରହିବି: ହିମାଂଶୁ ଶେଖର  ମୁଁ ଭାଜପାରେ ଥିଲି, ଅଛି ଆଉ ରହିବି: ହିମାଂଶୁ ଶେଖର  

ମୁଁ ଭାଜପାରେ ଥିଲି, ଅଛି ଆଉ ରହିବି: ହିମାଂଶୁ ଶେଖର

ଧର୍ମଶାଳା,୫।୪: ସାରା ରାଜ୍ୟରେ ପଦ୍ମର ଲହର ଥିବା ବେଳେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଥିଲେ। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ…

10 months ago
ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପିବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍‌ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ।…

10 months ago
ଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀ

ଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀ

ନୂଆଦିଲ୍ଲୀ,୫ା୬: ଉତ୍ତରାଖଣ୍ଡର ସମସ୍ତ ୫ଟି ଆସନରେ ବିଜୟ ହାସଲ କରିଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଯୋଡ଼ି ଉତ୍ତରାଖଣ୍ଡରେ ଏକ…

10 months ago
ଗେମ୍‌ଚେଞ୍ଜର ବନିଗଲା ଉତ୍ତର ପ୍ରଦେଶ, କାହିଁକି ଖସିଲା ଭାଜପା? ଗେମ୍‌ଚେଞ୍ଜର ବନିଗଲା ଉତ୍ତର ପ୍ରଦେଶ, କାହିଁକି ଖସିଲା ଭାଜପା? 

ଗେମ୍‌ଚେଞ୍ଜର ବନିଗଲା ଉତ୍ତର ପ୍ରଦେଶ, କାହିଁକି ଖସିଲା ଭାଜପା?

ନୂଆଦିଲ୍ଲୀ,୫ା୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏନ୍‌ଡିଏ ୨୯୨ ଆସନରେ ଜିତିଥିବା ବେଳେ କଂଗ୍ରେସ ହାତକୁ ଆସିଛି ୨୩୪ ଆସନ। କିଛି…

10 months ago
କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?

କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?

ଭୁବନେଶ୍ୱର,୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭…

10 months ago
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି…

10 months ago
ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ…

10 months ago