Advertisement

ନିର୍ବାଚନ

ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲାଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା

ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା

ଭୁବନେଶ୍ୱର,୫ା୬(ଅନିଲ ଦାସ):ଦୀର୍ଘ ୨୪ ବର୍ଷ ବିଜେଡି ଶାସନର ଦୁର୍ଗ ଭୁଶଡ଼ି ପଡ଼ିଛି। ଅନ୍ୟପକ୍ଷରେ ଅପ୍ରତ୍ୟାଶିତ ଭାବେ ଭାଜପା ଲୋକ ସଭାରେ ୧୯ ଓ ବିଧାନସଭାରେ ୭୮ ଆସନରେ…

11 months ago
୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ…

11 months ago
ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ…

11 months ago
ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ…

11 months ago
ରାଷ୍ଟ୍ରପତିଙ୍କ ସମ୍ମାନ ରହିଲାରାଷ୍ଟ୍ରପତିଙ୍କ ସମ୍ମାନ ରହିଲା

ରାଷ୍ଟ୍ରପତିଙ୍କ ସମ୍ମାନ ରହିଲା

ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲାରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଛି। ଜିଲାର ୯ ବିଧାନସଭା ଓ ଲୋକସଭା ଆସନ ସମେତ…

11 months ago
କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତକିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ

ଭୁବନେଶ୍ୱର,୫ା୬ (ଜିତେନ୍ଦ୍ର କୁମାର ନାୟକ):ଓଡ଼ିଶାରେ ୩ ପ୍ରମୁଖ ଦଳର ରାଜ୍ୟ ସଭାପତି ଯଥାକ୍ରମେ ଚାନ୍ଦବାଲିରୁ ନିର୍ବାଚନ ଲଢ଼ୁଥିବା ଭାଜପାର ବିଧାନସଭା ପ୍ରାର୍ଥୀ ମନମୋହନ ସାମଲ, କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା…

11 months ago
ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ…

11 months ago
ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ

ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ

କେନ୍ଦୁଝର,୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଦୀର୍ଘ ବହୁବର୍ଷ ପରେ ଭାଜପା ବିଜେଡି ହାତରୁ ଲୋକ ସଭା ସିଟ୍‌ ଛଡ଼ାଇ ନେଇଛି। ବାଜପେୟୀ ସରକାରରେ ଅନନ୍ତ ନାୟକ…

11 months ago
ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ…

11 months ago
ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡିତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ…

11 months ago