ନିର୍ବାଚନ

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ ସ୍ତ୍ରୀ…

5 years ago

ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି…

5 years ago

ଭୋଟ ଦେବାକୁ ଶତାବ୍ଦୀ ଏକ୍ସପ୍ରେସ୍‌ରେ କର୍ନାଲ ଗଲେ ମନୋହର ଲାଲ୍‌ ଖଟ୍ଟର: ସାଇକେଲରେ ମତଦାନ କେନ୍ଦ୍ରରେ ପହଞ୍ଚିଲେ

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ମତଦାନ ଜାରି ରହିଛି। କର୍ନାଲରେ ଭୋଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଶତାବ୍ଦୀ…

5 years ago

ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।…

5 years ago

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌ ପର୍ଯ୍ୟନ୍ତ…

5 years ago

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର…

5 years ago

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ…

5 years ago

ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ ପାଦ…

5 years ago

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ଗରିବ ପ୍ରାର୍ଥୀଙ୍କ ପାଖରେ ଶୂନ ଟଙ୍କା; ଧନୀ ପ୍ରାର୍ଥୀଙ୍କ ସମ୍ପତ୍ତି ପରିମାଣ ୫ ଶହ କୋଟି

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ୨୧ରେ ହେବ। ୨୮୮ ଆସନ ପାଇଁ ନିର୍ବାଚନ ମଇଦାନରେ ୩ ହଜାର ୨ଶହ ୩୭ ପ୍ରାର୍ଥୀ ରହିଛନ୍ତି। ନିର୍ବାଚନ ଲଢୁଥିବା…

5 years ago

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌…

5 years ago