Advertisement

ନିର୍ବାଚନ

ମନ୍ମଥଙ୍କଠାରୁ ବହୁ ଆଗରେ ଅପରାଜିତା, ଜାଣନ୍ତୁ କେତେ ଭୋଟ୍‌ରେ ଆଗୁଆ….ମନ୍ମଥଙ୍କଠାରୁ ବହୁ ଆଗରେ ଅପରାଜିତା, ଜାଣନ୍ତୁ କେତେ ଭୋଟ୍‌ରେ ଆଗୁଆ….

ମନ୍ମଥଙ୍କଠାରୁ ବହୁ ଆଗରେ ଅପରାଜିତା, ଜାଣନ୍ତୁ କେତେ ଭୋଟ୍‌ରେ ଆଗୁଆ….

ଭୁବନେଶ୍ୱର,୪।୬: ୨୦୧୪ ଲୋକ ସଭା ନିର୍ବାଚନର ଭୋଟ ଗଣତି ଜାରି ରହିଥିବା ବେଳେ ଭାଜପା ପ୍ରାର୍ଥୀମାନେ ବହୁ ଆଗରେ ଚାଲିଛନ୍ତି। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ଭାଜପା ୧୯…

11 months ago
କୋରାପୁଟ ବିଧାନସଭାରେ କଂଗ୍ରେସ ଆଗୁଆକୋରାପୁଟ ବିଧାନସଭାରେ କଂଗ୍ରେସ ଆଗୁଆ

କୋରାପୁଟ ବିଧାନସଭାରେ କଂଗ୍ରେସ ଆଗୁଆ

କୋରାପୁଟ,୪ା୬(ଅମିତାଭ ବେହେରା): ସାରା ରାଜ୍ୟରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ଏହି କ୍ରମରେ କୋରାପୁଟ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ କୃଷ୍ଣ କୁଲଦୀପ ୧୦ମ ରାଉଣ୍ଡ…

11 months ago
ବିହାର ଲୋକ ସଭା ରେଜଲ୍ଟ, ଜାଣନ୍ତୁ କିଏ ଆଗରେ…ବିହାର ଲୋକ ସଭା ରେଜଲ୍ଟ, ଜାଣନ୍ତୁ କିଏ ଆଗରେ…

ବିହାର ଲୋକ ସଭା ରେଜଲ୍ଟ, ଜାଣନ୍ତୁ କିଏ ଆଗରେ…

ନୂଆଦିଲ୍ଲୀ,୪।୬: ବିହାରର ୪୦ଟି ଲୋକସଭା ଆସନ ପାଇଁ ଗଣତି ଭୋଟ ଗଣତି ଚାଲୁ ରହିଥିବାବେଳେ ଏନ୍‌ଡିଏ ଆଗରେ ରହିଛି। ୩୪ ଆସନରେ ଲିଡ୍‌ ଜାରି ରଖିଥିବା ଏନ୍‌ଡିଏର…

11 months ago
ହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମ

ହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମ

ଝାରସୁଗଡ଼ା,୪।୬: ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ। ୨୦୨୪ ଲୋକସଭା ନିର୍ବାଚନ…

11 months ago
ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଆଗୁଆହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଆଗୁଆ

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଆଗୁଆ

ପୁରୁଷୋତ୍ତମପୁର,୪।୬(ସିମାଞ୍ଚଳ ମିଶ୍ର):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ହିଞ୍ଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ୩,୪୪୫ ଭୋଟରେ…

11 months ago
ସାଲେପୁର ବିଧାନସଭା ଆସନ: ୯ମ ରାଉଣ୍ଡରେ ଅରିନ୍ଦମଙ୍କୁ ପଛରେ ପକାଇଲେ ପ୍ରଶାନ୍ତସାଲେପୁର ବିଧାନସଭା ଆସନ: ୯ମ ରାଉଣ୍ଡରେ ଅରିନ୍ଦମଙ୍କୁ ପଛରେ ପକାଇଲେ ପ୍ରଶାନ୍ତ

ସାଲେପୁର ବିଧାନସଭା ଆସନ: ୯ମ ରାଉଣ୍ଡରେ ଅରିନ୍ଦମଙ୍କୁ ପଛରେ ପକାଇଲେ ପ୍ରଶାନ୍ତ

କଟକ,୪ା୬(କାର୍ତ୍ତିକ ସାହୁ): ମଙ୍ଗଳବାର ସାରା ରାଜ୍ୟରେ ଚାଲିଛି ଭୋଟ୍‌ ଗଣତି। ଏହି ବିଧାନସଭା ଆସନରେ ଭାଜପା ଏବଂ ବିଜେଡି ମଧ୍ୟରେ କଡ଼ା ଟକ୍କର ଚାଲିଥିଲା। ତେବେ ବିଜେଡି…

11 months ago
କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆକଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ତେବେ ୧୦ମ ରାଉଣ୍ଡ ସୁଦ୍ଧା ବିଜେଡି ବଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ…

11 months ago
ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍‌ ଶାହାରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍‌ ଶାହା

ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍‌ ଶାହା

ନୂଆଦିଲ୍ଲୀ,୪।୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଗଣତି ଚାଲୁ ରହିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଗୃହମନ୍ତ୍ରୀ ଅମିତ୍‌ ଶାହା…

11 months ago
ଓଡ଼ିଶା ଲୋକ ସଭାର ୧୯ ଆସନରେ ଭାଜପା ଆଗୁଆଓଡ଼ିଶା ଲୋକ ସଭାର ୧୯ ଆସନରେ ଭାଜପା ଆଗୁଆ

ଓଡ଼ିଶା ଲୋକ ସଭାର ୧୯ ଆସନରେ ଭାଜପା ଆଗୁଆ

ଭୁବନେଶ୍ୱର,୪ା୬: ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ସାରା ରାଜ୍ୟରେ ମଙ୍ଗଳବାର ଭୋଟ୍‌ ଗଣତି ଜୋର୍‌ଦାର ଚାଲିଛି। ସକାଳ ୮ଟାରୁ ରାଜ୍ୟରେ ଭୋଟ୍‌ ଗଣତି ଆରମ୍ଭ ହୋଇଥିବା…

11 months ago
ବାଲିଗୁଡାରେ ବିଜେଡି ଆଗୁଆବାଲିଗୁଡାରେ ବିଜେଡି ଆଗୁଆ

ବାଲିଗୁଡାରେ ବିଜେଡି ଆଗୁଆ

ବାଲିଗୁଡ଼ା, ୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୩୯୪୧ ଭୋଟରେ…

11 months ago