ନିର୍ବାଚନ

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ…

5 years ago

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ…

5 years ago

ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ…

5 years ago

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌…

5 years ago

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ…

5 years ago

ପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟ

ପୁରୀ ଅଫିସ, ୨୬ା୫: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରତ୍ୟେକ ନାଗରିକଙ୍କ ଭୋଟ ଦେବାର ଅଧିକାର ରହିଛି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ଯଦି ଭୋଟରଙ୍କ ପସନ୍ଦଯୋଗ୍ୟ ନୁହନ୍ତି…

5 years ago

ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। କଂଗ୍ରେସକୁ ଓଡ଼ିଶାବାସୀ ଭରସା ନ କରିବାରୁ ଦଳ ଏଭଳି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।…

5 years ago

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ…

5 years ago

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି…

5 years ago

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ…

5 years ago