Advertisement

ନିର୍ବାଚନ

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ…

6 years ago
ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ…

6 years ago
ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ…

6 years ago
ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌…

6 years ago
ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ…

6 years ago
ପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟ

ପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟ

ପୁରୀ ଅଫିସ, ୨୬ା୫: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରତ୍ୟେକ ନାଗରିକଙ୍କ ଭୋଟ ଦେବାର ଅଧିକାର ରହିଛି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ଯଦି ଭୋଟରଙ୍କ ପସନ୍ଦଯୋଗ୍ୟ ନୁହନ୍ତି…

6 years ago
ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟିନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। କଂଗ୍ରେସକୁ ଓଡ଼ିଶାବାସୀ ଭରସା ନ କରିବାରୁ ଦଳ ଏଭଳି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।…

6 years ago
ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ…

6 years ago
ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି…

6 years ago
ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚାଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ…

6 years ago