ନିର୍ବାଚନ

ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ ସତ୍ତ୍ୱେ…

5 years ago

ଭାଜପା ପାଇଁ ଆରମ୍ଭ ହେଲା କର ବା ମର ଲଢ଼େଇ !

ନୂଆଦିଲ୍ଲୀ,୨୮।୪: ସୋମବାର ହେବ ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ଏହାପରେ ଆଉ ୩ଟି ପର୍ଯ୍ୟାୟରେ ଶେଷ ହେବ ୧୭ତମ ଲୋକ ସଭା ପାଇଁ ମତଦାନ। ଏସବୁ…

5 years ago

ଗମ୍ଭୀରଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୮ା୪: କ୍ରିକେଟର୍‌ରୁ ରାଜନେତା ବନିଥିବା ଭାଜପା ପ୍ରାର୍ଥୀ ଗୌତମ୍‌ ଗମ୍ଭୀର ବିନା ଅନୁମତିରେ ନିର୍ବାଚନ ର଼୍ୟାଲି କରିଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ତାଙ୍କ ବିରୋଧରେ ଶନିବାର…

5 years ago

ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର…

5 years ago

ପ୍ରଚାର ସରିଲା, ସବୁଠି କଡ଼ା ମୁକାବିଲା

ଯାଜପୁର ଅଫିସ,୨୮ା୪: ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରୁ ଖୋଲାଖୋଲି ଭୋଟ ପ୍ରଚାର ସରିଛି । ଏବେ ବିଭିନ୍ନ ଦଳ ଓ ପ୍ରାର୍ଥୀ ଭୋଟରଙ୍କ ନିକଟରେ…

5 years ago

‘କେନ୍ଦ୍ରୀୟ ଅନୁଦାନକୁ ହରିଲୁଟ କରିଛନ୍ତି ରାଜ୍ୟ ସରକାର’: ଅମିତ ଶାହ

ଡୁବୁରୀ/କାଳିଆପାଣି, ୨୮ା୪(ଡି.ଏନ.ଏ): ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ୫ବର୍ଷ ମଧ୍ୟରେ ୫ଲକ୍ଷ ୫୬ ହଜାର କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ହେଲେ ଏହି ଅର୍ଥକୁ…

5 years ago

ହିଂସା କମାଉଛି ମତଦାନ ହାର

ଭୁବନେଶ୍ୱର, ୨୮।୪ (ବ୍ୟୁରୋ): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ ତାରିଖରେ ୬ ଲୋକ ସଭା ଏବଂ ୪୧…

5 years ago

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା ପାଇଁ…

5 years ago

ଜିହ୍ନାଙ୍କୁ ପ୍ରଶଂସା କଲେ ଶତ୍ରୁଘ୍ନ

ଭୋପାଳ,୨୭।୪: ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନା ମହମ୍ମଦ୍‌ ଅଲ୍ଲୀ ଜିହ୍ନାଙ୍କୁ ପ୍ରଶଂସା କରିଛନ୍ତି। ମଧ୍ୟପ୍ରଦେଶ ଚିନ୍ଦଓ୍ବାରାରେ ଏକ ନିର୍ବାଚନୀ ସଭାରେ ଶତ୍ରୁଘ୍ନ କହିଥିଲେ ଯେ, ସର୍ଦ୍ଧାର ପଟେଲଙ୍କ…

5 years ago

ଲୋକ ସଭା ନିର୍ବାଚନରେ କଂଗ୍ରେସ ପାଇବ ୫୦ରୁ କମ୍‌ ଆସନ: ମୋଦି

ମୁମ୍ବାଇ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ କରିଛନ୍ତି ଟାର୍ଗେଟ୍‌। ଲୋକ ସଭା ନିର୍ବାଚନରେ କଂଗ୍ରେସ ୫୦ରୁ କମ୍‌ ଆସନ ପାଇବ। ତେଣୁ କଂଗ୍ରେସକୁ ଭୋଟ ଦେଇ ନିଜର…

5 years ago