ଝାଡଖଣ୍ଡ ନିର୍ବାଚନ

ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ...

‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍‌ଡିଏ ସରକାର’

ରାଞ୍ଚି,୧୦ା୧୧: ଏନ୍‌ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ବଣ୍ଟନ ନେଇ ଘୋଷଣା କରିଛନ୍ତି। ଝାଡ଼ଖଣ୍ଡର...

୩୭୦ ଧାରା ହଟିବା ପରେ ଜମ୍ମୁ-କଶ୍ମୀରରେ ହେବ ପ୍ରଥମଥର ଭୋଟ୍‌: ଆଜି ତାରିଖ ଘୋଷଣା

ନୂଆଦିଲ୍ଲୀ,୧୬ା୮: ନିର୍ବାଚନ ଆୟୋଗ ଶୁକ୍ରବାର ବିଧାନସଭା ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିବାକୁ ଯାଉଛନ୍ତି। ଜମ୍ମୁ-କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା ହେବାର ସମ୍ଭାବନା ରହିଛି। ତେବେ ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଉପରେ ସମସ୍ତଙ୍କ...

କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି

ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍‌ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ହଜାରିବାଗ,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ଏବେ ଝାଡ଼ଖଣ୍ଡରେ ପହଞ୍ଚୁଥିବା ଦେଖାଯାଇଛି। ସୋମବାର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ହଜାରିବାଗ ଗସ୍ତ କରିଛନ୍ତି। ସେଠାରେ ସେ ଏକ...

ଝାଡ଼ଖଣ୍ଡ ଭୋଟବେଳେ ହିଂସା: ଗୁଳିମାଡ଼ରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୭ା୧୨(ପି.ଟି.): ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସାକାଣ୍ଡ ଘଟିଛି। ସିସାଇ ବିଧାନସଭା ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ୩୬ ନମ୍ବର ବୁଥ୍‌ରେ ପଥରମାଡ ସହ ଗୁଳିଚାଳନା

ଗୁମଲା,୭।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଗୁମଲା ଜିଲାର ସିସାଇ ବିଧାନସଭା ଅଞ୍ଚଳରେ ବୁଥ୍‌ ନମ୍ବର ୩୬ରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଇଣ୍ଡୋ-ତିବତାନ ବର୍ଡର ପୋଲିସ(ଆଇଟିବିପି)...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି।...

ରାହୁଲଙ୍କୁ ଟାର୍ଗେଟ କଲେ ଶାହ

ରାଞ୍ଚି,୨।୧୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଏକ ପ୍ରକାର ହାରିଯାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ପୁଣିଥରେ ନିଜର ସ୍ଥିତିକୁ ଫେରାଇବାକୁ ଚେଷ୍ଟା ଚଳାଇଥିବା ଆଲୋଚନା ହେଉଛି। ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଥିବା ବେଳେ ଏବେ ଭାଜପାର ଷ୍ଟାର ପ୍ରଚାରକମାନେ...

ଦେଇଥିବା କଥା ରଖିବ ଭାଜପା: ରାଜନାଥ

ବୋକାରୋ,୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହେଉଥିବା ପ୍ରଚାର ଅଭିଯାନରେ ଏବେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସାମିଲ ହୋଇଛନ୍ତି। ଦୁଇଦିନ ତଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିବା ବେଳେ ରବିବାର ପ୍ରତିରକ୍ଷାମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri