ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE
ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।
ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।
ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା...
ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର...
ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି।...
ଭୁବନେଶ୍ୱର,୧୧ା୬(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ...
ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ...
ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ...
ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ...
ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍ପି ପ୍ରତାପ ଷଡଙ୍ଗୀ ବିଜେଡି ଉପରେ ବର୍ଷୀଛନ୍ତି।...
ନୂଆଦିଲ୍ଲୀ,୬।୬:ନବନିର୍ବାଚିତ ଭାଜପା ଏମ୍ପିଙ୍କୁ ଦିଲ୍ଲୀରୁ ଡାକରା ହୋଇଛି। ଫଳରେ ଆଜି ଭାଜପାର ୨୦ ଏମ୍ପି ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଭାଜପାର ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁନ୍୮ରେ ମୋଦିଙ୍କ ଶପଥ ଉତ୍ସବରେ ମଧ୍ୟ ଏମ୍ପି...
ଧର୍ମଶାଳା,୫।୪: ସାରା ରାଜ୍ୟରେ ପଦ୍ମର ଲହର ଥିବା ବେଳେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଥିଲେ। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ ନେତାଙ୍କୁ ସେ ପଛରେ ପକାଇ ନିର୍ବାଚନ ଜିତିଥିଲେ। ୨୯ ବର୍ଷ ଧରି...
ଭୁବନେଶ୍ୱର,୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ...