Advertisement

ଓଡ଼ିଶା ନିର୍ବାଚନ

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVEମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ…

10 months ago
ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ…

10 months ago
ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ…

10 months ago
ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ…

10 months ago
କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟକିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା…

10 months ago
ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ…

10 months ago
ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାରଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା…

10 months ago
କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀକିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା…

10 months ago
ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ

ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ…

10 months ago
ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରାନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀ ଡାକରା

ନୂଆଦିଲ୍ଲୀ,୬।୬:ନବନିର୍ବାଚିତ ଭାଜପା ଏମ୍‌ପିଙ୍କୁ ଦିଲ୍ଲୀରୁ ଡାକରା ହୋଇଛି। ଫଳରେ ଆଜି ଭାଜପାର ୨୦ ଏମ୍‌ପି ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଭାଜପାର ସଂସଦୀୟ ବୋର୍ଡ ବୈଠକ…

10 months ago