Advertisement

ଓଡ଼ିଶା ନିର୍ବାଚନ

ଆଜି ଆସୁଛନ୍ତି ମୋଦି, ଖାର୍ଗେ: ଏସବୁ ସ୍ଥାନରେ କରିବେ ପ୍ରଚାରଆଜି ଆସୁଛନ୍ତି ମୋଦି, ଖାର୍ଗେ: ଏସବୁ ସ୍ଥାନରେ କରିବେ ପ୍ରଚାର

ଆଜି ଆସୁଛନ୍ତି ମୋଦି, ଖାର୍ଗେ: ଏସବୁ ସ୍ଥାନରେ କରିବେ ପ୍ରଚାର

ଭୁବନେଶ୍ୱର, ୨୯।୫(ସୁନିତ୍‌ ମିଶ୍ର):ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟାହ୍ନ ୧୨ଟା ୩୦ରେ…

10 months ago
ଓଡ଼ିଶାରେ ସରକାର ଗଢ଼ି ଇତିହାସ ରଚିବ ଭାଜପା: ନଡ୍ଡାଓଡ଼ିଶାରେ ସରକାର ଗଢ଼ି ଇତିହାସ ରଚିବ ଭାଜପା: ନଡ୍ଡା

ଓଡ଼ିଶାରେ ସରକାର ଗଢ଼ି ଇତିହାସ ରଚିବ ଭାଜପା: ନଡ୍ଡା

ଓଡ଼ିଶାରେ ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଜୋରଦାର ଚାଲିଛି। ରାଜ୍ୟରେ ଭାଜପା ଅଦ୍ୟାବଧି କ୍ଷମତା ହାସଲ କରିପାରି ନ ଥିବାବେଳେ ଚଳିତ ନିର୍ବାଚନରେ…

10 months ago
୭ ଲକ୍ଷ କୋଟି ଟଙ୍କା ଖାଇଗଲେ ନବୀନ ବାବୁଙ୍କ ବାବୁଭାୟା: ଶାହା୭ ଲକ୍ଷ କୋଟି ଟଙ୍କା ଖାଇଗଲେ ନବୀନ ବାବୁଙ୍କ ବାବୁଭାୟା: ଶାହା

୭ ଲକ୍ଷ କୋଟି ଟଙ୍କା ଖାଇଗଲେ ନବୀନ ବାବୁଙ୍କ ବାବୁଭାୟା: ଶାହା

ଚାନ୍ଦବାଲି,୨୮।୫:ଭଦ୍ରକ ଜିଲା ଚାନ୍ଦବାଲିରେ ବିଶାଳ ନିର୍ବାଚନ ରାଲି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ସଭାରେ ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି,…

10 months ago
ରତ୍ନଭଣ୍ଡାର ଚାବି ଗଲା କୁଆଡ଼େ: ନବୀନଙ୍କୁ ଶାହାଙ୍କ ପ୍ରଶ୍ନରତ୍ନଭଣ୍ଡାର ଚାବି ଗଲା କୁଆଡ଼େ: ନବୀନଙ୍କୁ ଶାହାଙ୍କ ପ୍ରଶ୍ନ

ରତ୍ନଭଣ୍ଡାର ଚାବି ଗଲା କୁଆଡ଼େ: ନବୀନଙ୍କୁ ଶାହାଙ୍କ ପ୍ରଶ୍ନ

ଚାନ୍ଦବାଲି,୨୮।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରତ୍ନ ଭଣ୍ଡାର…

10 months ago
ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା: ଶାହାଙ୍କ ଭବିଷ୍ୟବାଣୀଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା: ଶାହାଙ୍କ ଭବିଷ୍ୟବାଣୀ

ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା: ଶାହାଙ୍କ ଭବିଷ୍ୟବାଣୀ

ଚାନ୍ଦବାଲି,୨୮।୫: ୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…

10 months ago
ତୃତୀୟ ମହଲା ନିର୍ଦ୍ଦେଶରେ ପ୍ରଶାନ୍ତଙ୍କୁ କରାଯାଇଛି ଗିରଫ: ଅପରାଜିତାତୃତୀୟ ମହଲା ନିର୍ଦ୍ଦେଶରେ ପ୍ରଶାନ୍ତଙ୍କୁ କରାଯାଇଛି ଗିରଫ: ଅପରାଜିତା

ତୃତୀୟ ମହଲା ନିର୍ଦ୍ଦେଶରେ ପ୍ରଶାନ୍ତଙ୍କୁ କରାଯାଇଛି ଗିରଫ: ଅପରାଜିତା

ଭୁବନେଶ୍ୱର,୨୮।୫:ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି,…

10 months ago
ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦିନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ…

10 months ago
ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦିଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ…

10 months ago
ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ଭୁବନେଶ୍ୱର,୨୮ା୫(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ସୁରକ୍ଷା ଦେବା ପାଇଁ ଓଡ଼ିଶା ଭାଜପା ଗଣମାଧ୍ୟମ ସାମ୍ନାକୁ ଆସି କରୁଥିବା ଉଦ୍ୟମ ଲାଗି ଲଜ୍ଜିତ ହେବା ଉଚିତ ବୋଲି…

10 months ago
ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲିଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

10 months ago