Advertisement

ଓଡ଼ିଶା ନିର୍ବାଚନ

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ…

10 months ago
ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ

ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ

କେନ୍ଦୁଝର,୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଦୀର୍ଘ ବହୁବର୍ଷ ପରେ ଭାଜପା ବିଜେଡି ହାତରୁ ଲୋକ ସଭା ସିଟ୍‌ ଛଡ଼ାଇ ନେଇଛି। ବାଜପେୟୀ ସରକାରରେ ଅନନ୍ତ ନାୟକ…

10 months ago
ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ…

10 months ago
ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡିତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ…

10 months ago
ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ

ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ…

10 months ago
ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ାରେ ହାରିଗଲେ ଅତନୁ, ବାଜି ମାରିଲେ ଦୁର୍ଗାପ୍ରସନ୍ନ

ମହାକାଳପଡ଼ା,୪ା୬: ମହାକାଳପଡ଼ା ବିଧାନସଭା ଆସନରେ ଭାଜପା ବିଧାୟକ ପ୍ରାର୍ଥୀ ଦୁର୍ଗାପ୍ରସନ୍ନ ନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ପୂର୍ବତନ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ ୩୩,୪୫୧…

10 months ago
କଟକ ସଦରରେ ଫୁଟିଲା ପଦ୍ମକଟକ ସଦରରେ ଫୁଟିଲା ପଦ୍ମ

କଟକ ସଦରରେ ଫୁଟିଲା ପଦ୍ମ

କଟକ,୪ା୬: କଟକ ସଦର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଇଂ ପ୍ରକାଶ ଚନ୍ଦ୍ର ସେଠୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚନ୍ଦ୍ରସାରଥୀ…

10 months ago
ହାରିଗଲେ ଅରିନ୍ଦମ: ସାଲେପୁରରେ ପ୍ରଶାନ୍ତ ବିଜୟୀହାରିଗଲେ ଅରିନ୍ଦମ: ସାଲେପୁରରେ ପ୍ରଶାନ୍ତ ବିଜୟୀ

ହାରିଗଲେ ଅରିନ୍ଦମ: ସାଲେପୁରରେ ପ୍ରଶାନ୍ତ ବିଜୟୀ

କଟକ,୪।୬: ସାଲେପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ତଥା ଓଲିଉଡ୍‌ ଅଭିନେତା ଅରିନ୍ଦମ ରାୟଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏଠାରେ ବିଜେଡିର ପ୍ରଶାନ୍ତ ବେହେରା ବିଜୟୀ…

10 months ago
ପାଟକୁରାରେ ଅରବିନ୍ଦ ବିଜୟୀପାଟକୁରାରେ ଅରବିନ୍ଦ ବିଜୟୀ

ପାଟକୁରାରେ ଅରବିନ୍ଦ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ…

10 months ago
ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପାଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍‌ ୫୩,୯୦୦ ଖଣ୍ଡ ଭୋଟ୍‌ ପାଇଥିବା…

10 months ago