Advertisement

ଓଡ଼ିଶା ନିର୍ବାଚନ

କଟକ ଲୋକ ସଭା ଆସନରେ ଭାଜପା ଆଗୁଆକଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ୮ମ ରାଉଣ୍ଡ ସୁଦ୍ଧା ୧,୩୫,୫୬୧ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ…

10 months ago
ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ

ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ରାଉଣ୍ଡ ସୁଦ୍ଧା ଭାଜପା ୭୩୮୩ ଭୋଟ୍‌ରେ…

10 months ago
କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେକେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେ

କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ…

10 months ago
ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ଆଗୁଆବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ଆଗୁଆ

ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ଆଗୁଆ

ଛତ୍ରପୁର,୪ା୬: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ ଅଛନ୍ତି। ପ୍ରଦୀପ…

10 months ago
ଆନନ୍ଦପୁରରେ ୫ମ ରାଉଣ୍ଡରେ ବିଜେଡି ଆଗରେଆନନ୍ଦପୁରରେ ୫ମ ରାଉଣ୍ଡରେ ବିଜେଡି ଆଗରେ

ଆନନ୍ଦପୁରରେ ୫ମ ରାଉଣ୍ଡରେ ବିଜେଡି ଆଗରେ

ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୫ମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ୧୩୬୮୯ଖଣ୍ଡ, ଭୋଟ୍‌ ମିଳିଥିବା…

10 months ago
ଟ୍ରେଣ୍ଡ୍‌ରେ ମ୍ୟାଜିକ୍‌ ନମ୍ବର ଛୁଇଁଲା ଭାଜପାଟ୍ରେଣ୍ଡ୍‌ରେ ମ୍ୟାଜିକ୍‌ ନମ୍ବର ଛୁଇଁଲା ଭାଜପା

ଟ୍ରେଣ୍ଡ୍‌ରେ ମ୍ୟାଜିକ୍‌ ନମ୍ବର ଛୁଇଁଲା ଭାଜପା

ଭୁବନେଶ୍ୱର,୪ା୬: ମଙ୍ଗଳବାର ସାରା ରାଜ୍ୟରେ ଭୋଟ୍‌ ଗଣତି ଜାରି ରହିଛି। ବିଧାନସଭାରେ ମ୍ୟାଜିକ୍‌ ନମ୍ବର ୭୪ ହୋଇଥିବା ବେଳେ ଭାଜପା ଟ୍ରେଣ୍ଡ୍‌ରେ ଏହି ସଂଖ୍ୟା ଛୁଇଁଛି। ଭାଜପା…

10 months ago
କଟକ-ବାରବାଟୀରେ ସୋଫିଆ-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ କଡା ଟକ୍କରକଟକ-ବାରବାଟୀରେ ସୋଫିଆ-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ କଡା ଟକ୍କର

କଟକ-ବାରବାଟୀରେ ସୋଫିଆ-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ କଡା ଟକ୍କର

ଓଡ଼ିଶା ବିଧାନସଭାରେ ଭୋଟ କାଉଣ୍ଟିଂରେ ଭାଜପା ୭୧ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୭ ରେ ରହିଛି। ତେବେ ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ୩୦୬୨ ଆସନରେ…

10 months ago
ଆନନ୍ଦପୁରରେ ବିଜେଡି ଆଗୁଆଆନନ୍ଦପୁରରେ ବିଜେଡି ଆଗୁଆ

ଆନନ୍ଦପୁରରେ ବିଜେଡି ଆଗୁଆ

ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିକୁ ୭୪୩୦ଖଣ୍ଡ, କଂଗ୍ରେସକୁ ୬୮୮୫ ଖଣ୍ଡ ଏବଂ ଭାଜପାକୁ…

10 months ago
ବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡିବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡି

ବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡି

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଜାରି ରହିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡରେ ବିଜେଡି ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାକୁ ପଛରେ…

10 months ago
କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆକେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ…

10 months ago