ଭୋଟର ତାଲିକାରେ ନାଁ ନାହିଁ, ବୁଥ୍ରେ ଶୋଇ ପ୍ରତିବାଦ କଲେ ରାମଚନ୍ଦ୍ର
ପୁରୀ, ୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ଭୋଟ ଗ୍ରହଣ କରାଯାଉଛି। ହେଲେ କିଛି ସ୍ଥାନରେ ଇଭିଏମ୍ରେ ତ୍ରୁଟି ଏବଂ ଭୋଟର ତାଲିକାରେ ନାଁ ନ ଥିବା ଭଳି ସ୍ଥିତି ଦେଖିବାକୁ ମିଳୁଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ...
ପୁରୀ, ୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ଭୋଟ ଗ୍ରହଣ କରାଯାଉଛି। ହେଲେ କିଛି ସ୍ଥାନରେ ଇଭିଏମ୍ରେ ତ୍ରୁଟି ଏବଂ ଭୋଟର ତାଲିକାରେ ନାଁ ନ ଥିବା ଭଳି ସ୍ଥିତି ଦେଖିବାକୁ ମିଳୁଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ...
ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ...
ଭୁବନେଶ୍ୱର,୨୫।୫(ବନ୍ଦନା ସେଠୀ): ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ଆସି ମୁଖ୍ୟମନ୍ତ୍ରୀ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ଭୋଟ ଦେବା ପରେ...
କେନ୍ଦ୍ରାପଡ଼ା,୨୫।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ ବିଜେଡି ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି ତାମିଲ ଠିକାଦାର ଖାଇଗଲେ। ମୋଦି ଆବାସ, ଜଳ ଜୀବନ ମିଶନ ପାଇଁ ଟଙ୍କା...
ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍ରେ ନିଜର...
ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର। ଏହି ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୩୦...
ନିରାକାରପୁର,୨୫।୫(ମାନସଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ କ୍ଷେତ୍ରବାସୀ ସରକାରୀ ହାଇସ୍କୁଲରେ ନିର୍ବାଚନ ଚାଲିଥିବା ବେଳେ ୧୫୪ ନମ୍ବର ବୁଥ ୪୫ମିନିଟ ଏବଂ ୧୫୨ ନମ୍ବର ବୁଥରେ ପ୍ରାୟ ୨୦ ମିନିଟ ଇଭିଏମ ଅଚଳ ରହିଥିଲା। ଏନେଇ ସେକ୍ଟର ଅଫିସର...
ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ...
ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍ ଭିତରକୁ ମୋବାଇଲ ନ ନେବାକୁ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ...
ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ...
ପାଟଣା,୨୫।୫(ବୀର କିଶୋର ଦାଶ): ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ୨୭୩ଟି ବୁଥରେ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୯ଟା ସୁଦ୍ଧା ପାଟଣା ନିର୍ବାଚନ ମଣ୍ଡଳୀରେ ୧୨.୫୦ପ୍ରତିଶତ ମତଦାନ ହୋଇଥିବା...
ବ୍ରହ୍ମପୁର,୨୪ା୫(ନରସିଂହ ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନର ୧୨ ଦିନ ବିତିଛି। ସେହିପରି ୫ ଦିନ ହେଲା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସରିଛି। ଜିଲାର ଦୁଇ ଲୋକ ସଭା ଓ ୧୩ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀମାନଙ୍କ ହାର୍ଜିତ ନେଇ...