ଓଡ଼ିଶା ନିର୍ବାଚନ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ...

ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ...

ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା

ଭୁବନେଶ୍ୱର,୫ା୬(ଅନିଲ ଦାସ):ଦୀର୍ଘ ୨୪ ବର୍ଷ ବିଜେଡି ଶାସନର ଦୁର୍ଗ ଭୁଶଡ଼ି ପଡ଼ିଛି। ଅନ୍ୟପକ୍ଷରେ ଅପ୍ରତ୍ୟାଶିତ ଭାବେ ଭାଜପା ଲୋକ ସଭାରେ ୧୯ ଓ ବିଧାନସଭାରେ ୭୮ ଆସନରେ ବିଜୟୀ ହୋଇ ରାଜ୍ୟରେ କ୍ଷମତା ଦଖଲ କରିଛି। ବିଜେଡିକୁ ବିଧାନସଭାରେ ମାତ୍ର...

୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ ନିର୍ବାଚନରେ ହାରିଯାଇଛନ୍ତି। ମନ୍ମଥ ଭୁବନେଶ୍ୱର ଲୋକ ସଭା ଆସନରୁ ପରାସ୍ତ ହୋଇଥିବାବେଳେ...

ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି।...

ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା...

ରାଷ୍ଟ୍ରପତିଙ୍କ ସମ୍ମାନ ରହିଲା

ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲାରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଛି। ଜିଲାର ୯ ବିଧାନସଭା ଓ ଲୋକସଭା ଆସନ ସମେତ ପଡ଼ୋଶୀ କେନ୍ଦୁଝର ଓ ବାଲେଶ୍ୱର ଜିଲାର ଭାଜପା ଲୋକସଭା ପ୍ରାର୍ଥୀ ବିଜୟୀ...

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ

ଭୁବନେଶ୍ୱର,୫ା୬ (ଜିତେନ୍ଦ୍ର କୁମାର ନାୟକ):ଓଡ଼ିଶାରେ ୩ ପ୍ରମୁଖ ଦଳର ରାଜ୍ୟ ସଭାପତି ଯଥାକ୍ରମେ ଚାନ୍ଦବାଲିରୁ ନିର୍ବାଚନ ଲଢ଼ୁଥିବା ଭାଜପାର ବିଧାନସଭା ପ୍ରାର୍ଥୀ ମନମୋହନ ସାମଲ, କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜୁ ଜନତା ଦଳର ନବୀନ ପଟ୍ଟନାୟକ ଏବଂ ନୂଆପଡ଼ାରୁ ଲଢ଼ୁଥିବା...

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ ହୋଇଛନ୍ତି ଓ ଅନେକ ନେତାଙ୍କୁ ଶୋଚନୀୟ ଭାବେ ହାରିଥିବା ନିର୍ବାଚନୀ ଫଳାଫଳ...

ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ

କେନ୍ଦୁଝର,୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଦୀର୍ଘ ବହୁବର୍ଷ ପରେ ଭାଜପା ବିଜେଡି ହାତରୁ ଲୋକ ସଭା ସିଟ୍‌ ଛଡ଼ାଇ ନେଇଛି। ବାଜପେୟୀ ସରକାରରେ ଅନନ୍ତ ନାୟକ ଦୁଇ ଥର ଏମ୍‌ପି ହେବାର ସୁଯୋଗ ପାଇଥିଲେ।  ଏହା ପରେ ସେ...

ବଦଳିଯିବ ଓଡ଼ିଶା ରାଜନୀତି, ଗଠନ ହେବ ନୂଆ ସରକାର !

ଭୁବନେଶ଼୍ବର,୪।୬: ରାଜ୍ୟରେ ଜାରି ରହିଛି ନିର୍ବାଚନ ଗଣତି। ପ୍ରଥମ ପର୍ଯ୍ୟାୟରୁ ଆଗରେ ଥିବା ବିଜେଡି ପୁଣିଥରେ ସରକାର ଗଢ଼ିବା ନେଇ ଆଶା କରାଯାଉଥିଲା । ହେଲେ ଦିନ ୧୦ଟା ପରେ ସ୍ଥିତି ବଦଳିଯାଇଥିଲା।  ଲିଡ୍‌କୁ ଚାଲିଆସିଥିଲା ଭାଜପା । ବର୍ତ୍ତମାନ...

ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ ହୋଇଛନ୍ତି। ତାଙ୍କୁ ମୋଟ ୭୫,୬୨୧ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri