ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…
ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା କାନୁନ୍ଗୋ, ଭାଜପାରୁ କୃଷ୍ଣଚନ୍ଦ୍ର ମହାପାତ୍ର, କଂଗ୍ରେସରୁ ପ୍ରଭାସକର ମହାପାତ୍ର, ଜେଏମ୍ଏମ୍ରୁ କୃଷ୍ଣଚନ୍ଦ୍ର...