ଓଡ଼ିଶା ନିର୍ବାଚନ

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଓଡ଼ିଆ ଫିଲ୍ମ ଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ରୋଡ୍‌ ଶୋ’ କରି ନିର୍ବାଚନ...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର ବିଜେଡି ତରଫରୁ ଅନୁଷ୍ଠିତ ରାଲିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଭ୍ୟାନ୍‌ ଯୋଗେ ନେଉଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରୁ କେହିଜଣେ ଟେକା ମାରିବା...

ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି। ପ୍ରକାଶ ଯେ, ଆଜି ସେ ଭାଜପାର...

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍‌ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା...

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ...

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ହୋଇ ଉଭୟ ପକ୍ଷର ୭ ଜଣ ଆହତ...

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ...

ରାଜଧାନୀରେ ନଡ୍ଡାଙ୍କ ମେଗା ରୋଡ ଶୋ’: ହଜାର ହଜାର କର୍ମୀଙ୍କ ଭିଡ଼

ଭୁବନେଶ୍ୱର,୧୬।୫: ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନେତାମାନେ ଓଡ଼ିଶାରେ ଡେରା ପକାଇଛନ୍ତି। ଏହି କ୍ରମରେ ଗୁରୁବାର ଭାଜପାର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଦେଇଛନ୍ତି। ଏମ୍‌ପି ପ୍ରାର୍ଥୀ ଅପରାଜିତ ଷଡଙ୍ଗୀ...

ମାଗଣା ବିଜୁଳି ଗ୍ୟାରେଣ୍ଟିିର କରେଣ୍ଟ ଭାଜପାକୁ ଜୋରରେ ଲାଗିଛି: ବିଜେଡି

ଭୁବନେଶ୍ୱର,୧୬ା୫(ଅନିଲ ଦାସ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ଓଡିଶା ଭାଜପା ଭଲ ଭାବେ ଜାଣିସାରିଲାଣି ଯେ ସେମାନେ ଶୋଚନୀୟ ପରାଜୟକୁ ସାମ୍ନା କରୁଛନ୍ତି, ଆଉ ବିଜେଡି ୯୦% ଆସନରେ ବାଜିମାତ୍‌ କରିବାକୁ ଯାଉଛି। ଏହା ସେମାନଙ୍କ ମନୋବଳକୁ ଭାଙ୍ଗି ଦେଇଛି।...

ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri