ଓଡ଼ିଶା ନିର୍ବାଚନ

ନିର୍ବାଚନ ଡ୍ୟୁଟି ସମୟରେ ଚାଲିଗଲା ବିଏଲ୍‌ଓଙ୍କ ଜୀବନ

ଯାଜପୁର,୧ା୬(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ଡ୍ୟୁଟିରେ ଥିବା ବେଳେ ଜଣେ ବିଏଲ୍‌ଓଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁରରେ। ଓଳେଇ-ଚନ୍ଦନପୁରର ୧୫୭ ନଂ ବୁଥ୍‌ରେ କାର୍ଯ୍ୟରତ ବିଏଲ୍‌ଓ ମନୋରଞ୍ଜନ ସାହୁ(୫୬)ଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ତାଙ୍କ...

କାକଟପୁର-ନିମାପଡ଼ାରେ ଶନିବାର ଭୋଟ୍‌, ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି)-୧୬ନଂ. ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୦୫ ନଂ. କାକଟପୁର ଓ ୧୦୬ ନଂ. ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଜୁନ ୧ ତାରିଖ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି...

ସଞ୍ଜୟ ତ୍ରିପାଠୀ ୬ ବର୍ଷ ଲାଗି କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ୱର, ୩୧।୫(ସୁନିତ୍‌ ମିଶ୍ର): କଂଗ୍ରେସ ନେତା ସଞ୍ଜୟ ତ୍ରିପାଠୀଙ୍କୁ ଦଳରୁ ଶୁକ୍ରବାର ବହିଷ୍କାର କରିଦିଆଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ଲାଗି ବହିଷ୍କାର କରାଯାଇଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରଦେଶ କଂଗ୍ରେସ...

ଏକ୍‌ଜିଟ୍‌ ପୋଲ୍‌ ଏବଂ ଓପିନିଅନ୍‌ ପୋଲ୍‌ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ 

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ପହିଲା ଅପରାହ୍ନ ୬ଟାରେ ମତଦାନ ସମାପ୍ତ ହୋଇଯିବ। ଜୁନ୍‌ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ହେଲେ ନିର୍ବାଚନରେ କିଏ ବିଜେତା ହେବା ଜାଣିବା ପୂର୍ବରୁ ସମସ୍ତଙ୍କ...

ବୁଥ୍‌ରେ ପହଞ୍ଚିଲେ ପୋଲିଂ ପାର୍ଟି

ଭଦ୍ରକ,୩୧ା୫(ସନାତନ ରାଉତ): ଜୁନ୍‌ ୧ରେ ଭଦ୍ରକ ଜିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଜିଲାର ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚି ସାରିଛନ୍ତି। ଗୋଟିଏ ଲୋକ ସଭା ଓ ଜିଲାର ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ...

ପାଟକୁରାର ସାମୂହିକ ବିକାଶ ମୁଖ୍ୟ ଲକ୍ଷ୍ୟ: ଅରବିନ୍ଦ

କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ଅତୀତରେ ଏଠାରୁ ରାଜ୍ୟର ବହୁ ପ୍ରମୁଖ ନେତା ନିର୍ବାଚିତ ହୋଇ ପାଟକୁରାକୁ ରାଜନୈତିକ କ୍ଷେତ୍ରରେ ଏକ ନୂତନ ଦିଗ୍‌ଦର୍ଶନ ଦେଇଛନ୍ତି। ତେବେ ଚଳିତ ନିର୍ବାଚନରେ ପାଟକୁରା...

ପାଣ୍ଡିଆନ ନିୟନ୍ତ୍ରଣ କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ: କହିଲେ- ହାସ୍ୟାସ୍ପଦ, କଥାର ଓଜନ ନାହିଁ…

ଭୁବନେଶ୍ୱର,୩୦।୫: ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ବିଜେଡି ସୁପ୍ରିମୋ ଏହାକୁ କାଉଣ୍ଟର ମଧ୍ୟ କରୁଛନ୍ତି। କେବଳ ଏତିକି ନୁହେଁ ଭାଜପା ପକ୍ଷରୁ କିଛି ଭିଡିଓ ଭାଇରାଲ...

ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା କ୍ଷେତ୍ରରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର...

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ...

ଜୁନ୍‌ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍‌ ବ୍ୟବହାର ନିଷେଧ

କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍‌ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ...

ହସରେ ଉଡାଇ ଦେଲେ ନବୀନ, କହିଲେ-ମୋଦିଙ୍କୁ ମୋ ଚିନ୍ତା ନୁହେଁ ବରଂ ଭୋଟ୍‌ ଚିନ୍ତା…

ଭୁବନେଶ୍ୱର,୨୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟି ଗଠନ କରାଯିବ ବୋଲି କହିଥିଲେ। କଡ଼ା ଭାଷାରେ ଏହା ଜବାବ ଦେବା ସହ ସ୍ବାସ୍ଥ୍ୟାବସ୍ଥା ପ୍ରସଙ୍ଗକୁ ହସରେ ଉଡାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୋଦିଙ୍କୁ ମୋ ସ୍ବାସ୍ଥ୍ୟାବସ୍ଥା...

ହାତ ପରେ ପାଣ୍ଡିଆନ ଗୋଡ଼କୁ ନିୟନ୍ତ୍ରଣ କରୁଥିବା କଥା କେତେ ସତ କେତେ ମିଛ? ସାମ୍ନାକୁ ଆସିଲା ପ୍ରକୃତ ଭିଡିଓ…

ଭୁବନେଶ୍ୱର,୨୯।୫: ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନର ଦିନ ଯେତିକି ପାଖେଇ ଆସୁଛି, ରାଜନୀତି ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଭାଜପା ବିଜେଡିର ପ୍ରଚାର ମଙ୍ଗ ଧରିଥିବା ନେତା ୫ଟି ପାଣ୍ଡିଆନ୍‌ଙ୍କୁ ଜୋରଦାର ଟାର୍ଗେଟ କରୁଛି। ଗତ ଦୁଇଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri