ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ ଗଣମାଧ୍ୟମକୁ ମୋଦି ସାକ୍ଷାତକାର ଦେଇ ଓଡ଼ିଶା ରାଜନୀତି ବିଷୟରେ ଅନେକ କିଛି...