ନିର୍ବାଚନ

ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍‌ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ...

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା

କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍‌ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍‌...

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ...

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍‌ଫଣ୍ଡ ଘୋଟାଲା...

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ ଥିବା ଓଡ଼ିଶା ବିଧାନସଭା ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରାର୍ଥୀଙ୍କ...

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍‌ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା...

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪...

ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

କୁଜଙ୍ଗ,୨୫।୫: ଓଡ଼ିଶାରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଏଠାରେ ସେ ବିଜେଡି ଉପରେ ବର୍ଷିଛନ୍ତି। ଏବେ ଲୋକେ ମୋଦିଙ୍କ ଗ୍ୟାରେଣ୍ଟି ଚାହୁଁଛନ୍ତି। ଆମେଠିରୁ ରାହୁଲଙ୍କୁ ହଟାଇଛୁ,...

ଭୋଟର ତାଲିକାରେ ନାଁ ନାହିଁ, ବୁଥ୍‌ରେ ଶୋଇ ପ୍ରତିବାଦ କଲେ ରାମଚନ୍ଦ୍ର

ପୁରୀ, ୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ଭୋଟ ଗ୍ରହଣ କରାଯାଉଛି। ହେଲେ କିଛି ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଏବଂ ଭୋଟର ତାଲିକାରେ ନାଁ ନ ଥିବା ଭଳି ସ୍ଥିତି ଦେଖିବାକୁ ମିଳୁଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ...

ଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ...

ଭୋଟ ଦେଇ ନବୀନ କହିଲେ-ବିଜେଡି ବଡ଼ ବିଜୟ ହାସଲ କରି ସ୍ଥିର ସରକାର ଗଠନ କରିବ…

ଭୁବନେଶ୍ୱର,୨୫।୫(ବନ୍ଦନା ସେଠୀ): ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍‌ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ଆସି ମୁଖ୍ୟମନ୍ତ୍ରୀ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ଭୋଟ ଦେବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri