ନିର୍ବାଚନ

ଶଙ୍ଖ ଧରିଲେ ପ୍ରଦୀପ ନାୟକ: ଦିନକ ପୂର୍ବରୁ ଛାଡିଥିଲେ ଭାଜପା

ଭୁବନେଶ୍ୱର,୨୪ା୫:ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡା. ପ୍ରଦୀପ ନାୟକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପସ୍ଥିତରେ ଶଙ୍ଖ ଧରିଛନ୍ତି। ଗୁରୁବାର ପ୍ରଦୀପ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ଭାଜପା ରାଜ୍ୟ...

୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ: ଏହି ସ୍ଥାନରେ କରିବେ ପ୍ରଚାର

କୁଜଙ୍ଗ,୨୪ା୫(ମନୋଜ ପ୍ରଧାନ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ...

ନବୀନ ବାବୁ ବିରୋଧୀଙ୍କୁ କେବେ କହିବେନି ଚୋର-ଚଣ୍ଡାଳ : ସମୀର ମହାନ୍ତି

ଭୁବନେଶ୍ୱର,୨୪।୫(ଶର୍ମିଷ୍ଠା ପାଣିଗ୍ରାହୀ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧନ କରି ରଖାଯାଇଛି। ବିଗତ କିଛି ଦିନ ହେଲା ବିଜେଡି ଦ୍ୱାରା ସାମାଜିକ ଗଣମାଧ୍ୟମରେ ଛଡ଼ା ଯାଉଥିବା ଭିଡିଓଗୁଡ଼ିକୁ ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି, ମୁଖ୍ୟମନ୍ତ୍ରୀଙ୍କୁ କେଉଁ ଭଳି ଭାବେ ଲୋକଙ୍କ ପାଖରେ...

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟବାସୀଙ୍କ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି

ଭୁବନେଶ୍ୱର,୨୪ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି। ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକଙ୍କୁ ଆପଣ ମୁହଁତୋଡ଼ ଜବାବ...

ସମିତିସଭ୍ୟଙ୍କୁ ଆକ୍ରମଣ: ୩ ଆହତ

ପିପିଲି,୨୪।୩: ପୁରୀ ଜିଲା ପିପିଲିରେ ରାଜନୈତିକ ହିଂସା ଦେଖାଯାଇଛି। ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ସମିତିସଭ୍ୟଙ୍କୁ ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମତେ ଅନ୍ୟ ଦୁଇ ଜଣ ଗୁରୁତର ଆହତ...

ସ୍ବାମୀ ପ୍ରାର୍ଥୀ, ପ୍ରଚାର କରୁଛନ୍ତି ସ୍ତ୍ରୀ

ଭଦ୍ରକ,୨୪ା୫(ସନାତନ ରାଉତ):ପୂର୍ବ ନିର୍ବାଚନରେ ପ୍ରାର୍ଥୀଙ୍କ ପାଇଁ ବାପ, ପୁଅ ପ୍ରଚାର କରୁଥିବା ବେଳେ ଚଳିତ ନିର୍ବାଚନରେ ଭଦ୍ରକ ଜିଲାରେ ପ୍ରାର୍ଥୀମାନଙ୍କ ପାଇଁ ସେମାନଙ୍କ ସ୍ତ୍ରୀ ପ୍ରଚାର କରୁଥିବାର ଟ୍ରେଣ୍ଡ ଦେଖିବାକୁ ମିଳୁଛି। ଅଧିକାଂଶ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି...

ରବୀନ୍ଦ୍ରଙ୍କ ଘରେ ରଘୁନାଥ:ବିଜେଡିକୁ ପୁଣି ଫେରିବା ନେଇ ଚର୍ଚ୍ଚା

ଲଙ୍ଗଳେଶ୍ୱର, ୨୪।୫(କମଳାକାନ୍ତ ଦାସ):ବାଲେଶ୍ୱର ଜିଲା ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥିନୀ ସୁବାସିନୀ ଜେନାଙ୍କ ଲଙ୍ଗଳେଶ୍ୱରସ୍ଥିତ ବାସଭବନରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ତାଙ୍କ ସହଧର୍ମିଣୀ ପ୍ରୀତିଲତା ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ପୂର୍ବତନ ଏମ୍‌ପି...

ମେଡିକାଲ ଖର୍ଚ୍ଚ ଦେବାକୁ ଯାଉଥିବା ବେଳେ ଧରିଲା ଫ୍ଲାଇଂ ସ୍କ୍ୱାଡ 

ହାଟଡିହୀ,୨୩l୫(ଶୁଭକାନ୍ତ ନାୟକ): ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଫଳରେ ନିର୍ବାଚନୀ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନାନୁସାରେ, ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ସ୍ତ୍ରୀ...

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ...

ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ...

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ...

ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍‌: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା

ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ହିମନ୍ତ। ସେ କହିଛନ୍ତି,ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ। ଯେଉଁମାନଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri