ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ
ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ...