ନିର୍ବାଚନ

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍‌ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା...

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ...

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ହୋଇ ଉଭୟ ପକ୍ଷର ୭ ଜଣ ଆହତ...

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ...

ରାଜଧାନୀରେ ନଡ୍ଡାଙ୍କ ମେଗା ରୋଡ ଶୋ’: ହଜାର ହଜାର କର୍ମୀଙ୍କ ଭିଡ଼

ଭୁବନେଶ୍ୱର,୧୬।୫: ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନେତାମାନେ ଓଡ଼ିଶାରେ ଡେରା ପକାଇଛନ୍ତି। ଏହି କ୍ରମରେ ଗୁରୁବାର ଭାଜପାର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଦେଇଛନ୍ତି। ଏମ୍‌ପି ପ୍ରାର୍ଥୀ ଅପରାଜିତ ଷଡଙ୍ଗୀ...

ମାଗଣା ବିଜୁଳି ଗ୍ୟାରେଣ୍ଟିିର କରେଣ୍ଟ ଭାଜପାକୁ ଜୋରରେ ଲାଗିଛି: ବିଜେଡି

ଭୁବନେଶ୍ୱର,୧୬ା୫(ଅନିଲ ଦାସ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ଓଡିଶା ଭାଜପା ଭଲ ଭାବେ ଜାଣିସାରିଲାଣି ଯେ ସେମାନେ ଶୋଚନୀୟ ପରାଜୟକୁ ସାମ୍ନା କରୁଛନ୍ତି, ଆଉ ବିଜେଡି ୯୦% ଆସନରେ ବାଜିମାତ୍‌ କରିବାକୁ ଯାଉଛି। ଏହା ସେମାନଙ୍କ ମନୋବଳକୁ ଭାଙ୍ଗି ଦେଇଛି।...

ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର...

ଭାଜପାର ଅଚ୍ଛେଦିନ୍‌ କୁଆଡ଼େ ଗଲା: ନବୀନ

ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା...

”ଓଡ଼ିଶାରେ ବହୁଛି ଭାଜପା ହାୱା, ଫୋକସରେ ବିଧାନସଭା ନିର୍ବାଚନ”: ଅମିତ ଶାହା

ଭୁବନେଶ୍ୱର,୧୫ା୫: ବୁଧବାର ଭାଜପା ବରିଷ୍ଠ ନେତା ତଥା ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟରେ ଏକକାଳୀନ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପାଇଁ କଟକରେ ରୋଡ୍ ସୋ କରିଛନ୍ତି। ଏହି ରୋଡ୍ ସୋ ସମାଜ କାର୍ଯ୍ୟାଳୟ ନିକଟରୁ ଆରମ୍ଭ ହୋଇ...

ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍‌ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା...

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ  ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ।...

ଛେନାପଦୀରେ ବଦ୍ରି, ଧନୁର୍ଜୟ, ଅଭିମନ୍ୟୁଙ୍କ ଶକ୍ତି ପ୍ରଦର୍ଶନ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀଠାରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡିର ବରିଷ୍ଠ କର୍ମୀ ଏବଂ ଯୁବ ଗୋଷ୍ଠୀଙ୍କୁ ନେଇ ବୁଧବାର ସନ୍ଧ୍ୟାର ଏକ ନିର୍ବାଚନୀ ବୈଠକ ଅନୁଷ୍ଠିତ ହୋଇଛି l ଏଥିରେ ଘସିପୁରା ବିଧାନସଭା କ୍ଷେତ୍ରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri