ନିର୍ବାଚନ

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ...

ନବୀନ ବାବୁଙ୍କ ଜିଲାକୁ ଆମେ ୧ ନଂ କରିଦେବୁ: ଶାହା

ସୋରଡ଼ା,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ...

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର...

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା...

୭ ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): ବୁଧବାର ୭ଟି ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର କରିଛି ବିଜେଡି। ପ୍ରଥମେ କର୍ମୀମାନେ ବିଦ୍ୟାଧରପୁର ବଜାରଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ସହ ହଦଗଡ଼, ବାଲିବରେଇ, ବାଙ୍ଗୋର,ସୋସୋ, କେ. ବାଲିପାଳ,...

ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍‌ଦାର୍‌ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍‌କେଓ୍ବାଇ  , ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ...

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି...

ଓଡ଼ିଶା କଂଗ୍ରେସର ୨୬ଜଣିଆ ନିର୍ବାଚନ ପରିଚାଳନା କମିଟି, ତାଲିକାରେ ଏହି ବଡ଼ ନେତା

ଭୁବନେଶ୍ୱର,୧୭।୪: ଓଡ଼ିଶା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ତାଲିକା ବୁଧବାର ଜାରି ହୋଇଛି। ଏହି ତାଲିକାକୁ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅନୁମୋଦନ କରିଥିବା ନେଇ ସାଧାରଣ ସଂପାଦକ...

କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ଲଢିବାର ବଡ଼ କାରଣ!

ଭୁବନେଶ୍ୱର,୧୭।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା, ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଅଛନ୍ତି। ହିଞ୍ଜିଳି ପରେ ଏବେ...

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ ଚାହିଁବେ ସେମାନେ ଅନ୍‌ଲାଇନ ଜରିଆରେ ନିଜର ଆବେଦନପତ୍ର ଦାଖଲ କରିପାରିବେ। ଏ ସମ୍ପର୍କିତ...

୫୨ ହଜାର ଭୋଟରେ ଜିତିଲେ ବସୁନ୍ଧରା

ଜୟପୁର,୩।୧୨: ୫ ବର୍ଷର ବ୍ୟବଧାନ ପରେ ଭାଜପା ପୁଣି ରାଜସ୍ଥାନରେ କ୍ଷମତାକୁ ଫେରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ୧୧୫ ଆସନରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୭୦ ଆସନରେ ଆଗୁଆ ରହିଛି। ଏହି ପରିପ୍ରେକ୍ଷୀରେ ରାଜସ୍ଥାନର ଭାଜପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri