ନିର୍ବାଚନ

ବଡ଼ ନେତାଙ୍କୁ ମାତ୍‌ ଦେଲେ କନଷ୍ଟେବଳଙ୍କ ପତ୍ନୀ, ବନିଲେ ଏମ୍‌ପି

ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍‌ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ। ୨୫ ବର୍ଷିୟା ଏହି ମହିଳା ରାଜସ୍ଥାନର ସବୁଠାରୁ କମ୍‌ ବୟସର ଏମ୍‌ପି...

ଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀ

ନୂଆଦିଲ୍ଲୀ,୫ା୬: ଉତ୍ତରାଖଣ୍ଡର ସମସ୍ତ ୫ଟି ଆସନରେ ବିଜୟ ହାସଲ କରିଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଯୋଡ଼ି ଉତ୍ତରାଖଣ୍ଡରେ ଏକ ପ୍ରକାର ଯାଦୁ କରିଛି। ୨୦୨୪ ଲୋକସଭା ନିର୍ବାଚନ ଜିତି ହ୍ୟାଟ୍ରିକ୍‌ ହାସଲ...

ଗେମ୍‌ଚେଞ୍ଜର ବନିଗଲା ଉତ୍ତର ପ୍ରଦେଶ, କାହିଁକି ଖସିଲା ଭାଜପା? 

ନୂଆଦିଲ୍ଲୀ,୫ା୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏନ୍‌ଡିଏ ୨୯୨ ଆସନରେ ଜିତିଥିବା ବେଳେ କଂଗ୍ରେସ ହାତକୁ ଆସିଛି ୨୩୪ ଆସନ। କିଛି ରାଜ୍ୟରେ ଏନ୍‌ଡିଏ ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଭାଜପା...

କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?

ଭୁବନେଶ୍ୱର,୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ...

ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ...

ଏସବୁ ସ୍ଥାନରେ ବିଜେଡି ଦୁର୍ଗ ଭାଙ୍ଗିଲା

ଭୁବନେଶ୍ୱର,୫ା୬(ଅନିଲ ଦାସ):ଦୀର୍ଘ ୨୪ ବର୍ଷ ବିଜେଡି ଶାସନର ଦୁର୍ଗ ଭୁଶଡ଼ି ପଡ଼ିଛି। ଅନ୍ୟପକ୍ଷରେ ଅପ୍ରତ୍ୟାଶିତ ଭାବେ ଭାଜପା ଲୋକ ସଭାରେ ୧୯ ଓ ବିଧାନସଭାରେ ୭୮ ଆସନରେ ବିଜୟୀ ହୋଇ ରାଜ୍ୟରେ କ୍ଷମତା ଦଖଲ କରିଛି। ବିଜେଡିକୁ ବିଧାନସଭାରେ ମାତ୍ର...

୨ ପୁଅ ହାରିବା ପରେ ମୁଁହ ଖୋଲିଲେ ସୁର ରାଉତରାୟ: କହିଲେ ଏମିତି କଥା

ଭୁବନେଶ୍ୱର,୫।୬: ସାଧାରଣ ନିର୍ବାଚନ ୨୦୨୪ରେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ତାଙ୍କୁ ୨ ପୁଅ ସିଦ୍ଧାର୍ଥ ଏବଂ ମନ୍ମଥ ରାଉତରାୟ ନିର୍ବାଚନରେ ହାରିଯାଇଛନ୍ତି। ମନ୍ମଥ ଭୁବନେଶ୍ୱର ଲୋକ ସଭା ଆସନରୁ ପରାସ୍ତ ହୋଇଥିବାବେଳେ...

ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି।...

ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା...

ରାଷ୍ଟ୍ରପତିଙ୍କ ସମ୍ମାନ ରହିଲା

ବାରିପଦା, ୫ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲାରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଛି। ଜିଲାର ୯ ବିଧାନସଭା ଓ ଲୋକସଭା ଆସନ ସମେତ ପଡ଼ୋଶୀ କେନ୍ଦୁଝର ଓ ବାଲେଶ୍ୱର ଜିଲାର ଭାଜପା ଲୋକସଭା ପ୍ରାର୍ଥୀ ବିଜୟୀ...

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା କସରତ

ଭୁବନେଶ୍ୱର,୫ା୬ (ଜିତେନ୍ଦ୍ର କୁମାର ନାୟକ):ଓଡ଼ିଶାରେ ୩ ପ୍ରମୁଖ ଦଳର ରାଜ୍ୟ ସଭାପତି ଯଥାକ୍ରମେ ଚାନ୍ଦବାଲିରୁ ନିର୍ବାଚନ ଲଢ଼ୁଥିବା ଭାଜପାର ବିଧାନସଭା ପ୍ରାର୍ଥୀ ମନମୋହନ ସାମଲ, କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜୁ ଜନତା ଦଳର ନବୀନ ପଟ୍ଟନାୟକ ଏବଂ ନୂଆପଡ଼ାରୁ ଲଢ଼ୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri