ନିର୍ବାଚନ

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି।...

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି।...

ପରାଜୟ ସ୍ବୀକାର କଲେ ରାୱତ

ନୂଆଦିଲ୍ଲୀ,୧୦।୩: ୨୦୧୭ ପରେ ୨୦୨୨ରେ ମଧ୍ୟ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ସିଂ ରାୱତଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି । ଲାଲଙ୍କୁଆ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ମୋହନ ସିଂଙ୍କ ୧୪ ହଜାରରୁ ଅଧିକ...

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପଛରେ ପଡ଼ିଯାଇଛନ୍ତି। ସିରାଥୁରେ କେଶବ ପ୍ରସାଦ ୬ହଜାର ଭୋଟ ପଛରେ...

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି।...

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍‌ ପି ସିଂ ବାଗେଲଙ୍କୁ...

ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର ଗଠନ କରିବ ବୋଲି ସ୍ପଷ୍ଟ ହୋଇଗଲାଣି।  ନିର୍ବାଚନ ଫଳାଫଳରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ...

ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ବିନମ୍ରତାର ସହ ସ୍ୱୀକାର କରୁଛି, ଏଏପିକୁ ଶୁଭେଚ୍ଛା: ଚନ୍ନି

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ପରାଜୟକୁ ସ୍ୱିକାର କରି ନେଇଛି କଂଗ୍ରେସ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ହାରିବା ପରେ ଦଳିୟକର୍ମୀଙ୍କୁ ଧନ୍ୟବାଦ ଦେବା ସହ ପଞ୍ଜାବବାସୀଙ୍କ ନିଷ୍ପତ୍ତିକୁ ଗ୍ରହଣ କରି ନେଇଛନ୍ତି । ସେ ଦୁଇଟି...

ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କୁ ବଡ ଝଟକା ଲାଗିଛି...

ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧ ହଜାର ଭୋଟରେ ବିଜୟୀ ହୋଇଥିବା ଜଣାପଡିଛି। ଭାଜପା ୧୯ଟି ଅସନରେ ଆଗରେ ଥିବା...

ହାରିଲେ ମାଳବିକା

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ ଭାଙ୍ଗିଯାଇଛି କଂଗ୍ରେସର ଗଡ । ପଞ୍ଜାବରେ ଏଥର ବାଜି ମାରି ନେଇଛି ଆମ...

ପୁଣି ଚର୍ଚ୍ଚାରେ କୁନି କେଜ୍‌ରିଓ୍ବାଲ୍‌

ଚଣ୍ଡିଗଡ,୧୦।୩: ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ୯୨ ଆସନ ସହ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ଦଳର ବିୟରେ କର୍ମୀମାନେ ସେଲିବ୍ରେଶସ ଆରମ୍ଭ କରିଦେଇଛନ୍ତି। ଏସବୁ ଭିତରେ ଦିଲ୍ଲୀ ସଡକରେ କୁନି କେଜ୍‌ରିଓ୍ବାଲ ଦେଖିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri