ନିର୍ବାଚନ

ଉନ୍ନାଓରେ ୧୧ ପୋଲିଂ ବୁଥ୍‌ରେ ଇଭିଏମ୍‌-ଭିଭିପାଟ ଖରାପ୍‌

ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଲୋକମାନେ ଭୋଟ ଦେବାରୁ ବଞ୍ଚିତ ହୋଇଛନ୍ତି। କେଉଁଠାରେ ଲୋକମାନେ ନିଜେ ଭୋଟ ବର୍ଜନ କରିଛନ୍ତି ତ ଆଉ କେଉଁଠାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଭୋଟ...

ବିକାଶ ପ୍ରସଙ୍ଗକୁ କେନ୍ଦ୍ର କରି ଭୋଟ ବର୍ଜନ କଲେ ଗ୍ରାମବାସୀ

ସୀତାପୁର,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟରମାନେ ଲମ୍ବା ଲାଇନ୍‌...

ହ୍ବିଲଚେୟାରରେ ଭୋଟ ଦେବାକୁ ଆସିଲେ ୯୦ବର୍ଷୀୟ ବୃଦ୍ଧା

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଚତୃର୍ଥ ପର୍ଯ୍ୟାୟ ପାଇଁ ମତଦାନ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ସକାଳୁ ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ ଭୋଟରମାନେ ବହୁ ଉତ୍ସୁକତାର...

ଲକ୍ଷ୍ନୌରେ ମତଦାନ ପୂର୍ବରୁ ରାଜନୈତିକ ହଇଚଇ: ଅଖିଳେଶଙ୍କୁ ଭେଟିଲେ ଭାଜପା ଏମ୍‌ପି ରୀତା ବହୁଗୁଣାଙ୍କ ପୁଅ ମୟାଙ୍କ

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ବୁଧବାର ଲକ୍ଷ୍ନୌ ସମେତ ୯ଟି ଜିଲାରେ ମତଦାନ ଜାରି ରହିଛି। ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ମତଦାନର ଗୋଟିଏ ଦିନ ପୂର୍ବରୁ ଲକ୍ଷ୍ନୌରେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି।...

ୟୁପି ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୫୯ଆସନ ପାଇଁ ମତଦାନ ଜାରି: ଭୋଟ ଦେଲେ ମାୟାବତୀ

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ୯ଟି ଜିଲାର ୫୯ଟି ବିଧାନସଭା ଆସନ ପାଇଁ ବୁଧବାର ମତଦାନ ଜାରି ରହିଛି। ୫୯ଟି ଆସନରୁ ମୋଟ ୬୨୪ ଜଣ ପ୍ରାର୍ଥୀଙ୍କ ଆଜି ଭାଗ୍ୟ ନିର୍ଦ୍ଧାରଣ ହେବ। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ...

ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଖିଳେଶଙ୍କ ନାଁରେ ମାମଲା

ଲକ୍ଷ୍ନୌ,୨୧।୨: ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ସମାଜବାଦୀ ପାର୍ଟି(ଏସ୍‌ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଏସ୍‌ପି ମୁଖ୍ୟ ତାଙ୍କ ନିର୍ବାଚନମଣ୍ଡଳୀ ଇଟାଓ୍ବା ଜିଲାର ସୈଇଫଇରେ ଖବରଦାତାଙ୍କ ସହ...

ଶିବମୋଗାରେ ବଢ଼ୁଛି ଉତ୍ତେଜନା: ୩ଅଭିଯୁକ୍ତ ଗିରଫ, ଏନ୍‌ଆଇଏ ଯାଞ୍ଚ ଦାବି

ବେଙ୍ଗାଲୁରୁ,୨୧।୨: କର୍ନାଟକରେ ହିଜାବ ବିବାଦ ପରେ ଏବେ ନିର୍ବାଚନୀ ହିଂସା କୁହୁଳିବାରେ ଲାଗିଛି। ରବିବାର ଶିଭମୋଗାରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କୁ ହତ୍ୟା କରାଯିବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଜାରି ରହିଛି। ଏହି ଘଟଣାରେ ଏଯାଏ ୩ଜଣ...

କରହଲରେ ପୁନଃ ମତଦାନ ପାଇଁ ଦାବି କଲେ ବାଘେଲ

ମୈନପୁରୀ,୨୧।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ଭିଭିଆଇପି ଆସନ କରହଲରେ ମଧ୍ୟ ମତଦାନ ଅନୁଷ୍ଠିତ ହୋଇସାରିଛି। ମତଦାନ ପରେ ଏଠାରେ ବୁଥ୍‌ ଦଖଲ, ନକଲି ଭୋଟ ଦେବା...

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮...

ପଞ୍ଜାବର ୧୩୦୪-ଉତ୍ତରପ୍ରଦେଶର ୬୨୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ, ମତଦାନ ଜାରି…

ଲକ୍ଷ୍ନୌ/ଚଣ୍ଡିଗଡ଼,୨୦।୨ : ରବିବାର ପଞ୍ଜାବରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବା ଲାଗି ଧାଡ଼ିବାନ୍ଧି ମତଦାନ ଜାରି ରଖିଛନ୍ତି। ଏହି ପ୍ରର୍ଯ୍ୟାୟରେ ୯୩ ମହିଳା ପ୍ରାର୍ଥୀ...

ରବିବାର ପଞ୍ଜାବରେ ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଚଣ୍ଡିଗଡ଼,୧୯।୨ : ରବିବାର ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ରାଜ୍ୟର ୧୧୭ ବିଧାନସଭା ଆସନରେ ସକାଳ ୮ଟାଠାରୁୂ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମତଦାନ ହେବ।...

ମଣିପୁର କଳାକାରଙ୍କ ସହ ଗୀତର ତାଳେ ତାଳେ ଝୁମିଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଇମ୍ଫାଲ,୧୯।୨: ମଣିପୁର ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ମଣିପୁରରେ ପ୍ରଥମ ପର୍ଯ୍ୟାୟ ଭୋଟ ଫେବୃଆରୀ ୨୮ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri