ନିର୍ବାଚନ

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ ପତ୍ନୀ ଗୀତାଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଧାମି...

ମୃତକ ଲଢୁଛନ୍ତି ନିର୍ବାଚନ

ଆଜମଗଡ଼,୧୪ ।୨: ବର୍ଷ ବର୍ଷ ଧରି ରାଜସ୍ୱ ରେକର୍ଡରେ ମୃତ ଘୋଷିତ ହୋଇଥିବା ଲାଲ ବିହାରୀ ଏବେ ଆଜମଗଡ଼ ଜିଲାର ମୁବାରକପୁର ଆସନରୁ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲଢୁଛନ୍ତି । ସେ ଏହା ପ୍ରମାଣିତ କରିବାକୁ ଚାହୁଁଛନ୍ତି କି...

ଉତ୍ତରପ୍ରଦେଶ ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୯ ଜିଲାର ୫୫ ଆସନରେ ଭୋଟିଂ…

ନୂଆଦିଲ୍ଲୀ, ୧୩।୨ : ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ମତଦାନ ହେବାକୁ ଯାଉଛି। ୯ ଜିଲାର ୫୫ ଆସନରେ ଭୋଟିଂ ହେବ। ଏହି ପର୍ଯ୍ୟାୟରେ ମୋଟ ୫୮୬ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ମୁଖ୍ୟ...

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି...

କଂଗ୍ରେସକୁ ବଡ଼ ଝଟ୍‌କା: ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରିୟଙ୍କାଙ୍କ ଆଉ ଜଣେ ପୋଷ୍ଟର ଗର୍ଲ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, କଂଗ୍ରେସର ଆଉ ଜଣେ ପୋଷ୍ଟର ଗର୍ଲ ପଲ୍ଲବୀ ସିଂହ ଶନିବାର...

କେବେ ଏ ଦଳ ତ କେବେ ସେ ଦଳ: ପ୍ରାୟ ୪୬ ଦିନ ମଧ୍ୟରେ ୩ଥର ଦଳ ପରିବର୍ତ୍ତନ କରିସାରିଲେଣି ଏହି ବିଧାୟକ

ଚଣ୍ଡିଗଡ଼,୧୨।୨: ବିଧାନସଭା ନିର୍ବାଚନ ପାଇଁ ୫ଟି ରାଜ୍ୟରେ ରାଜନୈତିକ ଉଷ୍ଣତା ଜାରି ରହିଛି। ସମସ୍ତ ରାଜ୍ୟରେ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଏବେ ବି ଦଳ ପରିବର୍ତ୍ତନ ପର୍ବ ଜାରି ରହିଛି। ଉତ୍ତରପ୍ରଦେଶ, ଗୋଆ, ଉତ୍ତରାଖଣ୍ଡ ଓ ତ୍ରିପୁରା ପରେ...

ଗଡ଼ ବଞ୍ଚାଇବାକୁ କଂଗ୍ରେସର ପ୍ରୟାସ

କୋଣାର୍କ,୧୨ା୨(ଡି.ଏନ୍‌.ଏ.): କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ନିର୍ବାଚନ ମଣ୍ଡଳୀ ଅବଦାନ ପଞ୍ଚାୟତରେ ରାଜନୀତିର ଉଷ୍ମତା ପରିଲକ୍ଷିତ ହେଲାଣି। କଂଗ୍ରେସର ଗଡ଼ କୁହାଯାଉଥିବା ଅବଦାନ ପଞ୍ଚାୟତରେ ରାଜ୍ୟ ପିସିସିର ସାଧାରଣ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ଶୁକ୍ରବାର...

ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ପାଇଁ ହେଭିଓ୍ବେଟ୍‌ ନେତା ପ୍ରଚାର...

ସରପଞ୍ଚ ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଭୋଟର

କୁତ୍ରା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସମସ୍ତ ଭୋଟର ଏକଜୁଟ ହୋଇ କୁତ୍ରା ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ବନ୍ଦିତା...

ଯୋଗୀଙ୍କ ନିଷ୍ପତ୍ତି: ସୁର ସାମ୍ରାଜ୍ଞୀଙ୍କ ନାଁରେ ହେବ ସ୍ବତନ୍ତ୍ର ଛକ

ଲକ୍ଷ୍ନୌ,୧୧।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାରକୁ ଜୋରଦାର କରାଯାଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ଦଳ ନାନାପ୍ରକାରର ଯୋଜନାମାନ ଘୋଷଣା କରୁଛନ୍ତି। ଏହିକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ପଛରେ ନାହାନ୍ତି। ସୁର ସାମ୍ରାଜ୍ଞୀ ଲତା...

ପ୍ରଚାରରେ ଇମୋସନାଲ କାର୍ଡ ଖେଳିଲେ ସିଦ୍ଧୁଙ୍କ ଲଳନା

ଅମୃତସର,୧୧।୨: ବିଧାନସଭା ନିର୍ବାଚନ ପାଇଁ ପଞ୍ଜାବ ରାଜନୀତି ସରଗରମ ହୋଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ପ୍ରାର୍ଥୀମାନେ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହିକ୍ରମରେ ପଞ୍ଜାବ ଅମୃତସରର ପୂର୍ବ ବିଧାନସଭା ଆସନରୁ କଂଗ୍ରେସ ପକ୍ଷରୁ ନିର୍ବାଚନ ଲଢ଼ୁଥିବା ନବଜୋତ ସିଦ୍ଧୁ ମଧ୍ୟ...

ବୁଥ୍‌କୁ ଚାଲି ଚାଲି ଯିବେ ପୋଲିଂ କର୍ମଚାରୀ

କେନ୍ଦ୍ରାପଡ଼ା ଅଫିସ,୧୧ା୨: କେନ୍ଦ୍ରାପଡ଼ା ଜିଲା ବିକାଶର ନମୁନା ପ୍ରତ୍ୟେକ ନିର୍ବାଚନ ସମୟରେ ଦେଖିବାକୁ ମିଳୁଛି। ସ୍ବାଧୀନତାର ୭୫ ବର୍ଷରେ ମଧ୍ୟ ଜିଲାର ବିଭିନ୍ନ ଗ୍ରାମକୁ ଯିବାକୁ ଉପଯୋଗୀ ରାସ୍ତା ନାହିଁ। ପୋଲିଂ କର୍ମଚାରୀ ବୁଥ୍‌କୁ ଚାଲି ଚାଲି ଯିବାକୁ ଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri