ନିର୍ବାଚନ

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି ଆସନ ଲାଗି ଭୋଟ ଗ୍ରହଣ ହୋଇଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା...

ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର ନିର୍ବାଚନ ପ୍ରଚାର ଚାଲିଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପରକୁ ଆକ୍ଷେପ ପ୍ରତିଆକ୍ଷେପ କରୁଛନ୍ତି।...

ମତଦାନ କଲେ ୧୦୫ ବର୍ଷୀୟା ବୃଦ୍ଧା

ମୁଜଫରପୁରନଗର,୧୦।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶୀତୁଆ ସକାଳରେ ପୁଲିଂ ବୁଥ୍‌ଗୁଡ଼ିକରେ ଭୋଟରମାନେ ଲମ୍ବା...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ମିରଟର ଅଧିକାଂଶ କେନ୍ଦ୍ରରେ ଇଭିଏମ୍ ଖରାପ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ଉତ୍ତର ପ୍ରଦେଶର ଅଧିକାଂଶ ଜିଲା ମିରଟ, ଗାଜିଆବାଦ, ଗୌତମବୁଦ୍ଧନଗର, ହାପୁଡ, ବାଗପତ, ଶାମଲି, ମୁଜଫରନଗର, ଅଲିଗଡ଼,...

ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ, ୬୨୩ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଭୋଟର ଭାଗ ନେଉଥିବା ପରିଲକ୍ଷିତ ହୋଇଛି । ଭୋଟରଙ୍କ ଲମ୍ବା ଲାଇନ ସେମାନଙ୍କ ଉତ୍ସାହକୁ ଦର୍ଶାଉଛି...

ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ମୋଦିଙ୍କ ଅପିଲ

ନୂଆଦିଲ୍ଲୀ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଏଥିରେ ୧୧ ଜିଲାର ୫୮ ଆସନ ପାଇଁ ଭୋଟ ଗ୍ରହଣ କରାଯିବ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

‘ଫୋର୍‌-ଏମ୍‌’: ମମତାଙ୍କୁ ଆଣି ଦେଲା ବିଜୟ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ପୁଣି ଥରେ ଶାସନ ଡୋର ହାତେଇବାକୁ ଯାଉଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଜୟରେ ‘ଫୋର୍‌-ଏମ୍‌’ର...

କରୋନାରେ ମରିବୁ ପଛେ, ପାଳନ କରିବୁ ବିଜୟ ଉତ୍ସବ: ଟିଏମ୍‌ସି କର୍ମୀ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) କ୍ଲିନ୍‌ ସ୍ବିପ୍‌ କରିଛି। ଦଳର ସଫଳତା ନେଇ ଖୁସିରେ ଟିଏମ୍‌ସି କର୍ମୀମାନେ ନିର୍ବାଚନ କମିଶନ(ଇସି)ଙ୍କ ମାର୍ଗଦର୍ଶିକାକୁ ଉଲ୍ଲଂଘନ କରିଛନ୍ତି। କର୍ମୀମାନେ କହିଛନ୍ତି ଯେ, କରୋନାରେ ମରିବୁ ପଛେ, ବିଜୟ...

ନନ୍ଦିଗ୍ରାମରେ ଦିଦି ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ କ୍ଲିନ୍‌ ସ୍ବିପ୍‌ କରିଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ସେହିପରି ନନ୍ଦିଗ୍ରାମରେ ସପ୍ତମ ରାଉଣ୍ଡ ଭୋଟ ଗଣନା ପର୍ଯ୍ୟନ୍ତ ପଛରେ...

ତୃଣମୂଳର ଡବଲ ସେଞ୍ଚୁରୀ: ଦୁଇ ଅଙ୍କରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳଗୁଡ଼ିକ ୨ଟି ବିଧାନସଭା ଆସନରେ ଆଗୁଅ ରହିଛନ୍ତି।...

ହ୍ୟାଟ୍ରିକ୍‌ ମୁହାଁ ଦିଦି: ଲାଭରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳ ୨ ଆସନରେ ଆଗୁଅ ରହିଛନ୍ତି।...

ଆସାମରେ ଭାଜପା-ପଶ୍ଚିମବଙ୍ଗରେ ତୃଣମୂଳ ମ୍ୟାଜିକ୍‌ ନମ୍ବର ମୁହାଁ…

କୋଲକାତା/ଗୁଆହାଟି, ୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୧୦୦ ଆସନରୁ ଖସି ୯୬ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri