ନିର୍ବାଚନ

ହୃଦୟ ଜିତିଲେ କେଜରିଓ୍ବାଲଙ୍କ ଫ୍ୟାନ୍‌ କୁନି ‘ମଫଲରମ୍ୟାନ’

ନୂଆଦିଲ୍ଲୀ,୧୧।୨: ଗୋଟିଏ ପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ପଥେ ଅଗ୍ରସର ହେଉଥିବା ବେଳେ ଅନ୍ୟପଟେ ସୋସିଆଲ ମିଡିଆରେ ଝଡ ବେଗରେ ଭାଇରାଲ ହେଉଛି କୁନି ‘ମଫଲରମ୍ୟାନ’ଙ୍କ ଫଟୋ।...

୧୫ ମିନିଟ୍‌ ମଧ୍ୟରେ ଚା’ ପିଉଥିବାବେଳେ କ୍ଷମତାକୁ ଆସିଗଲା କେଜରିଓ୍ବାଲଙ୍କ ସରକାର

ନୂଆଦିଲ୍ଲୀ,୧୧।୨: ମାତ୍ର ୧୫ ମିନିଟ୍‌ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର କ୍ଷମତା ଦଖଲ କରିଥିବା ଖବର ପ୍ରକାଶିତ ହୋଇଛି। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା ଆରମ୍ଭ ହୋଇଥିଲା। ଏହାପରେ ୮ଟା ୧୫ରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)...

୨ ବର୍ଷ ୨ମାସରେ ୭ ରାଜ୍ୟରେ କ୍ଷମତା ହରାଇଛି ଭାଜପା

ନୂଆଦିଲ୍ଲୀ,୧୧।୨: ଗତ ୨ ବର୍ଷ ୨ମାସ ମଧ୍ୟରେ ୭ ରାଜ୍ୟରୁ ଭାଜପା ସରକାର କ୍ଷମତା ହରାଇଛି। ଏବେ ଦିଲ୍ଲୀକୁ ମିଶାଇ ୧୨ଟି ରାଜ୍ୟରେ ଅଣ ଭାଜପା ସରକାର ରହିଛନ୍ତି। ୨୦୧୭ରେ ୧୯ଟି ରାଜ୍ୟରେ ଭାଜପା ସରକାରଥିବାବେଳେ ଏବେ ତାହା କମିବାରେ...

ପରାଜୟ ସ୍ବୀକାର କରି କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ କପିଳ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳକୁ ଦେଖି ଭାଜତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଳ ମିଶ୍ରା ଏକପ୍ରକାର ନିଜର ପରାଜୟ ସ୍ବୀକାର କରିନେଇଛନ୍ତି। ମଡେଲ ଟାଉନ୍‌ ଆସନରୁ ଭାଜପା ଟିକେଟ୍‌ରେ ନିର୍ବାଚନ ଲଢିଥିବା କପିଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ...

ପତ୍ନୀଙ୍କ ଜନ୍ମଦିନରେ କେଜରିଓ୍ବାଲଙ୍କ ବିଶେଷ ଉପହାର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ମଙ୍ଗଳବାର ହେଉଛି ଏକ ବିଶେଷ ଦିନ। ମଙ୍ଗଳବାର ସକାଳୁ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଏଥିରେ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ବହୁମତଠାରୁ ଆଗରେ...

ଶିଲାଙ୍କ ପରି ହ୍ୟାଟ୍ରିକ୍‌ ମାରିପାରନ୍ତି କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ଶାସନ କ୍ଷମତାର ଚାବି ପୁଣି ଆମ ଆଦମୀ ପାର୍ଟି(ଏଏପି) ହାତକୁ ଯାଉଥିବା ନେଇ ସୂଚନା ମିଳୁଛି। ଯଦି କେଜରିଓ୍ବାଲ ଚଳିତ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରନ୍ତି, ତେବେ କଂଗ୍ରେସର ବରିଷ୍ଠ ନେତ୍ରୀ ସ୍ବର୍ଗତା ଶିଲା ଦୀକ୍ଷିତଙ୍କ...

ଭାରତର ଆତ୍ମାକୁ ବିଜୟୀ କରାଇଛନ୍ତି ଦିଲ୍ଲୀବାସୀ: କେଜରିଓ୍ବାଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍‌ଜିଟ୍‌ ପୋଲ୍‌ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ ଜଣାଇଛନ୍ତି। ଏନେଇ ଏଏପିର ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋର ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏବେଠାରୁ ହେଲାଣି ଆକଳନ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଇଛି। ଏଥିରେ କର୍ମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ କାର୍ଯ୍ୟାୟଳ ବାହାରେ ଏକ ଭିନ୍ନ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟିକୁ ଆସିଛି।...

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର କାର୍ଯ୍ୟରେ ୨୦୦ରୁ ଅଧିକ ଏମ୍‌ପିଙ୍କୁ ଲଗାଇଥିଲେ ମଧ୍ୟ ସେମାନେ କେଜରିଓ୍ବାଲଙ୍କୁ ପାରି ନାହାଁନ୍ତି।...

ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ଶେଷଥର ପାଇଁ ୧୯୯୩ରେ ଦିଲ୍ଲୀ ବିଧାନସଭାରେ କ୍ଷମତା ଦଖଲ କରିଥିଲା। ଭାଜପା...

ଏନ୍‌ଆର୍‌ସି କି ସିଏଏ ନୁହେଁ ବିକାଶକୁ ପସନ୍ଦ କରିଛନ୍ତି ଜନତା: ମମତା

କୋଲକାତା,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସାମ୍ନାକୁ ଆସି ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ବହୁମତରେ ବିଜୟ ଲାଭ କରିବ ବୋଲି ଆଲୋଚନା ହେଉଛି। ଏବେସୁଦ୍ଧା ଏଏପି ବହୁମତଠାରୁ ଆଗୁଆ ଥିବା ବେଳେ...

ସିସୋଡିଆ ପଛରେ ଏଏପି ଆଗରେ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ମହାରାଷ୍ଟ୍ର ଓ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କର୍ମୀମାନେ ବିଜୟ ପର୍ବ ପାଳନ କରିବା ଆରମ୍ଭ କରି ଦେଲେଣି। ଏପଟେ କିନ୍ତୁ ଦିଲ୍ଲୀର ପ୍ରାୟ ୫୮ ଆସନରେ ଏଏପି ଆଗରେ ଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri