ନିର୍ବାଚନ

ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଦିଲ୍ଲୀ ନିର୍ବାଚନ ଫଳାଫଳ ସମ୍ପର୍କରେ ଭାଜପାକୁ...

ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ ସରକାର ଗଠନ କରିବ ବୋଲି ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିଲା। ଏବେ...

ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ଦଳ ପୁଣି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଯାଉଛି। ଏଏପି ୫୮ ଆସନରେ ଆଗୁଆ ଥିବାବେଳେ...

ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ପଞ୍ଜାବରେ ଉତ୍ସବର ମାହୋଲ

ଅମୃତସର,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି। ଏବେ ଏହାର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ସକାଳ ୧୧ଟା ସୁଦ୍ଧା ଆମ ଆଦମୀ ପାର୍ଟି(ଏଏପି) ପ୍ରାୟ ୫୦ ଆସନରେ ଆଗରେ ଥିବା ବେଳେ...

ମ୍ୟାଜିକ୍‌ ନମ୍ବର ଛୁଇଁ ଆଗକୁ ବଢ଼ିଲା ଏଏପି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୭୦ଟି ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୬ ଆସନରେ ଆଗେଇଛି। ସେହିପରି ଭାଜପା ପ୍ରାର୍ଥୀ ୧୪ଟି ଆସନରେ ଆଗୁଆ ରହିଛନ୍ତି। କଂଗ୍ରେସର ଅବସ୍ଥା ଗତ ବିଧାନସଭା...

ଭାଜପାର ବିଜୟ ଅବା ପରାଜୟ ପାଇଁ ମୁଁ ଦାୟୀ ରହିବି: ମନୋଜ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଉପରେ ଏବେ ସାରା ଦେଶର ନଜର। ମଙ୍ଗଳବାର ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଏବେ ପ୍ରାୟ ସବୁଦଳ ବିଜୟ ଲାଭ କରିବାକୁ ଆଶା ବାନ୍ଧି ବସିଛନ୍ତି। ଆମ ଆଦମୀ ପାର୍ଟି(ଏଏପି) ଓ...

ନିର୍ବାଚନ ଫଳାଫଳ ପୂର୍ବରୁ ଚର୍ଚ୍ଚାକୁ ଆସିଲା ଭାଜପା କାର୍ଯ୍ୟାଳୟରେ ଲାଗିଥିବା ପୋଷ୍ଟର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହୋଇଛି। କାହା ମୁଣ୍ଡରେ ହାତୀ ସୁନା କଳସ ଢ଼ାଳିବ ଏବଂ କିଏ ଶାସନ କ୍ଷମତା ହାତେଇବ ସେନେଇ ଏବେ କଳ୍ପନାଜଳ୍ପନା ଲାଗି ରହିଛି। ଇତିମଧ୍ୟରେ ଭାଜପାର ଦିଲ୍ଲୀ ପ୍ରଦେଶ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପି ଆଗରେ; କଂଗ୍ରେସ ଖାତା ଖୋଲିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ସକାଳୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୪ଟି ରେ ଆଗୁଆ ରହିଥିବାବେଳେ ଭାଜପା ୧୫...

ଏକ୍‌ଜିଟ୍‌ ପୋଲ୍‌ଠାରୁ ସମ୍ପୂର୍ଣ୍ଣ ଅଲଗା ହେବ ଫଳାଫଳ: କଂଗ୍ରେସ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ଏବେଠାରୁ ଅଙ୍କକଷା ଆରମ୍ଭ ହୋଇ ଗଲାଣି। ଏକ୍‌ଜିଟ୍‌ ପୋଲ୍‌ କହୁଛି ଏଥର ପୁଣିଥରେ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିବ। ହେଲେ ଭାରତୀୟ ଜନତା ପାର୍ଟି(ଭାଜପ) କହୁଛି...

ଷ୍ଟ୍ରଙ୍ଗ ରୁମ୍‌ ବାହାରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଅପେକ୍ଷା ଫଳାଫଳକୁ। ଆସନ୍ତା ୧୧ ତାରିଖରେ ଭୋଟ ଗଣତି ହେବାକୁ ଥିବା ବେଳେ ଏବେ ସମସ୍ତ ଇଭିଏମ୍‌କୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି। ଗୋଲ ମାର୍କେଟ ନିକଟରେ ଥିବା ‘ଅଟଳ...

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ ହୋଇଗଲାଣି। ଆଉ ଏହି ଏକ୍‌ଜିଟ୍‌ ପୋଲ୍‌ କହୁଛି ପୁଣିଥରେ ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଲଙ୍କ...

ଅପରାହ୍ନ ୪ଟା ସୁଦ୍ଧା ୪୨.୭ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଶନିବାର ସକାଳେ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ଗତ ବିଧାନସଭା ନିର୍ବାଚନ ତୁଳନାରେ ଏଥର ମତଦାନ ହାର କମ୍‌ ରହିବ ବୋଲି ଆଲୋଚନା ହେଉଛି। ତେବେ ଏଥର ମତଦାନ ହାର ଅପରାହ୍ନ ୪ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri