ନିର୍ବାଚନ

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି କରିଛି। ନିଲମ୍ବିତ ବିଏସ୍‌ଏଫ ଯବାନ ତେଜ ବାହାଦୁରଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି।...

ହରିୟାଣା କଂଗ୍ରେସରେ ସିଦ୍ଧୁଙ୍କ ବିରୋଧରେ ବିଦ୍ରୋହ

ଚଣ୍ଡିଗଡ଼,୩।୧୦: ପଞ୍ଜାବର ପୂର୍ବ କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସ୍ବର ଉତ୍ତୋଳନ ତେଜିବାରେ ଲାଗିଛି। ହରିୟାଣା କଂଗ୍ରେସର ବହୁ ତୁଙ୍ଗ ନେତା ସିଦ୍ଧୁ ନିର୍ବାଚନ ପ୍ରଚାର କରନ୍ତୁ ବୋଲି ଚାହୁଁ ନାହାନ୍ତି। କାରଣ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪ ଜଣଙ୍କ ନାଁ ଘୋଷଣା ହୋଇଥିବାବେଳେ ମହାରାଷ୍ଟ୍ର ପାଇଁ ୧୨ ପ୍ରାର୍ଥୀଙ୍କ ନାଁ...

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ...

ମହାରାଷ୍ଟ୍ର ନିର୍ବାଚନ: ଭାଜପାର ୧୨୫, ଶିବସେନାର ୧୨୪ ପ୍ରାର୍ଥୀ ତାଲିକା ଘୋଷଣା

ମୁମ୍ବାଇ,୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦୀର୍ଘ ଦିନ ଧରି ଚାଲିରହିଥିବା ଅଙ୍କକଷା ମଙ୍ଗଳବାର ଛିଣ୍ଡିଛି। ଭାଜପା ପକ୍ଷରୁ ପ୍ରଥମ ତାଲିକା ଜାରି କରାଯାଇ ୧୨୫ ଆଶାୟୀ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଅନ୍ୟପଟେ ଶିବସେନା ପକ୍ଷରୁ...

ହରିୟାଣା ବିଧାନସଭା ନିର୍ବାଚନ: ଯୋଗେଶ୍ୱର, ବବିତାଙ୍କୁ ଟିକେଟ

ନୂଆଦିଲ୍ଲୀ,୧ା୧୦(ପି.ଟି.)-୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୨୧ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ସୋମବାର ଭାଜପା ୭୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କୁ ପୁଣି ଥରେ କର୍ନଲରୁ ପ୍ରାର୍ଥୀ କରାଯାଇଥିଲାବେଳେ ଏକାଧିକ କ୍ରୀଡାବିତ୍‌ଙ୍କୁ...

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା: ଦାଦ୍‌ରିରୁ ବବିତା ଫୋଗଟ

ଚଣ୍ଡିଗଡ,୩୦।୯: ହରିୟାଣାରେ ବିଧାନସଭା ନିର୍ବାଚନ ଲାଗି ୭୮ ଆସନ ପାଇଁ ଭାଜପା ପକ୍ଷରୁ ସୋମବାର ଆଶାୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ପୁଣି ଥରେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାର କରନାଲ ଆସନ ପାଇଁ ନିର୍ବାଚନ ଲଢ଼ିବେ। ସେହିପରି...

ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬

ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା...

ପାଟକୁରା ନିର୍ବାଚନ Live Updates: ୧୬ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୨୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଥିବା ବେଳେ ବିଜେଡି ସବୁଠାରୁ ଆଗରେ ରହିଛି। ୧୬ ରାଉଣ୍ଡ ସୁଦ୍ଧା ୧୭,୨୩୪ ଭୋଟରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୮୯,୩୮୯ ଖଣ୍ଡ...

ପାଟକୁରା ନିର୍ବାଚନ Live Updates: ୧୪ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୩୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଛି। ୧୪ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୩୩୪ ଖଣ୍ଡ ଭୋଟରେ ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୭୯,୭୨୨ ଭୋଟ ମିଳିଛି। ଭାଜପା...

ପାଟକୁରା ନିର୍ବାଚନ: ୧୨ ରାଉଣ୍ଡ ସୁଦ୍ଧା ବିଜେଡି ୧୬,୧୪୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ବୁଧବାର ଭୋଟ ଗଣତି ଚାଲିଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୧୬,୧୪୪ ଭୋଟରେ ଆଗୁଆ ରହିଛନ୍ତି। ସାବିତ୍ରୀ ଅଗ୍ରଓ୍ବାଲ...

ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୫୩୭୩୨ ଖଣ୍ଡ ଭୋଟ ପାଇଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri