ନିର୍ବାଚନ

ପାଟକୁରା ଫଳାଫଳ: ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଜାରିରହିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗରେ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୪୨୦୩୭ ଖଣ୍ଡ ଭୋଟ ପାଇଥିବା...

ପାଟକୁରା ନିର୍ବାଚନ ଫଳାଫଳ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ତୃତୀୟ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଖଣ୍ଡ...

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ ଶାସିତ ମହାବିଦ୍ୟାଳୟ ପରିସରରେ ବୁଧବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି।...

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା...

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ...

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି।...

ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଆରମ୍ଭ: ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା

ଡେରାବିଶ, ୨୦।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଛି। ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାମିଶ ବ୍ଲକର ୨୬ଟି...

୨୦ରେ ପାଟକୁରା ନିର୍ବାଚନ: ୨୪ରେ ଭୋଟଗଣତି

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ଲାଗି ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିର୍ବାଚନର ସମସ୍ତ...

ସୂର୍ଯ୍ୟ ନାରାୟଣ ପାତ୍ର ହେଲେ ବାଚସ୍ପତି

ଭୁବନେଶ୍ୱର,୧।୬(ବ୍ୟୁରୋ): ଷୋଡ଼ଶ ବିଧାନସଭା ଲାଗି ଶନିବାର ପୂର୍ବାହ୍ନରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ତେବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କେନ୍ଦ୍ର ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ: ପ୍ରତାପ, ଅପରାଜିତା, ଜୁଏଲ, ଧର୍ମେନ୍ଦ୍ରଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ରାଜ୍ୟରୁ ୮ଜଣ ଭାଜପା ଏମ୍‌ପି ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ଗତ ଥର ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କୁ କେନ୍ଦ୍ର ମନ୍ତ୍ରୀ ହେବାର ସୁଯୋଗ ମିଳିଥିବା ବେଳେ ଚଳିତ ଥର କିଏ କେନ୍ଦ୍ର...

ଷୋଡ଼ଶ ବିଧାନସଭା: ବିଧାୟକ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ...

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri