ନିର୍ବାଚନ

ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କଠାରୁ ମୋଟ ୧୧,୨୬୧ ଖଣ୍ଡ ଭୋଟରେ ବିଜୟଲାଭ କରିଛନ୍ତି। ସାଲୁଗା ମୋଟ ୫୩,୨୩୮...

କଂଗ୍ରେସକୁ ହରାଇ ଦ୍ୱିତୀୟ ଥର ପାଇଁ ବସ୍ତାରେ ବିଧାୟକ ହେଲେ ନିତ୍ୟାନନ୍ଦ

ବସ୍ତା,୨୪।୫(ସ୍ବ.ପ୍ର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଚଳିତ ନିର୍ବାଚନର ଫଳାଫଳ ଶୁକ୍ରବାର ସକାଳେ ପ୍ରକାଶ ପାଇଛି । ଗୁରୁବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଭୋଟ ଗଣତି ଚାଲିଥିଲେ ମଧ୍ୟ ଚୂଡ଼ାନ୍ତ ଫଳାଫଳ ବାହାରିପାରି ନ ଥିଲା । ତେବେ ଶୁକ୍ରବାର...

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଦଳୀୟ କର୍ମୀଙ୍କଠାରୁ ଆରମ୍ଭକରି ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ...

ଜି.ଉଦୟଗିରି ବିଧାନସଭାରେ ବିଜେଡିର ବାଜିମାତ: ସାଲୁଗା ପ୍ରଧାନ ୧୧୨୬୧ଭୋଟରେ ବିଜୟୀ

ଜି.ଉଦୟଗିରି, ୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ୮୩(ଏସ୍‌ଟି) ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କୁ ୧୧୨୬୧ ଖଣ୍ଡ ଭୋଟ ବ୍ୟବଧାନରେ ପରାଜିତକରି ଏହି ସଫଳତା ପାଇଛନ୍ତି। ସାଲୁଗା...

ଖୋର୍ଦ୍ଧା ବିଧାନସଭା ୮ଆସନରୁ ୭ରେ ବିଜୟୀ ହୋଇ ସ୍ଥିତି ବଜାୟ ରଖିଲା ବିଜେଡି

ଖୋର୍ଦ୍ଧା ଅଫିସ,୨୪।୫:ଖୋର୍ଦ୍ଧା ଜିଲାର ୮ଟି ବିଧାନସଭା ଆସନ ମଧ୍ୟରୁ ୭ ଟିକୁ ଦଖଲକୁ ଆଣି ବିଜେଡ ସ୍ଥିତି ବଜାୟ ରଖିଛି । ୨୦୧୪ ନିର୍ବାଚନରେ ଚିଲିକା ବିଧାନସଭା ଭାଜପା ଦଖଲକୁ ଯାଇଥିବା ବେଳେ ୨୦୧୯ ନିର୍ବାଚନରେ ଚିଲିକା ଶାସକ ଦଳର...

ନିରଞ୍ଜନଙ୍କ ଇସ୍ତଫା ନେଇ ସୁରଙ୍କ ପ୍ରତିକ୍ରିୟା: କହିଲେ ଇସ୍ତଫା ସମାଧାନ ନୁହେଁ, ସେ ନ ରହିଲେ ଦଳର ଅବସ୍ଥା ଶୋଚନୀୟ ହେବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପିସିସି ସଭାପତି ପଦରୁ ଶୁକ୍ରବାର ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେବା ପରେ କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଏ ନେଇ ପ୍ରତିକ୍ରିୟା ରଖି କଂଗ୍ରେସର ବରିଷ୍ଠ ନେତା ତଥା ଚଳିତ ନିର୍ବାଚନରେ ଜଟଣୀ ବିଧାନସଭାରୁ ବିଜୟ ଲାଭ...

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଭକ୍ତଚରଣଙ୍କ ଇସ୍ତଫା: ରାଜ୍ୟରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କଂଗ୍ରେସରୁ ଇସ୍ତଫା ଦେଉଛନ୍ତି ଅନେକ ତୁଙ୍ଗ ନେତା। ଶୁକ୍ରବାର ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମଧ୍ୟ...

୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ

ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି...

ବ୍ରହ୍ମପୁର ଲୋକ ସଭା: ଚନ୍ଦ୍ରଶେଖରଙ୍କୁ ମିଳିଲା ବିଜୟୀ ପ୍ରମାଣପତ୍ର

ଛତ୍ରପୁର, ୨୪ା୫(ଡି.ଏନ୍‌.ଏ.):ବ୍ରହ୍ମପୁର ଲୋକ ସଭା ଆସନରେ ବିଜୟୀ ବିଜେଡିର ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଛତ୍ରପୁରଠାରେ ରିଟର୍ନିଂ ଅଫିସର ତଥା ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କଠାରୁ ବିଜୟୀ ସମ୍ପର୍କୀୟ ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାର...

ଆସିକା ଲୋକ ସଭା: ୨ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରମିଳା ବିଷୋୟୀ

ବ୍ରହ୍ମପୁର ଅଫିସ,୨୪ା୫-ଆସ୍କା ଲୋକ ସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀନୀ ପ୍ରମିଳା ବିଷୋୟୀ। ସେ ଦୁଇ ଲକ୍ଷରୁ ଅଧିକ ଭୋଟରେ ବିଜୟ ହାସଲ କରିଛନ୍ତି। ପ୍ରମିଳାଙ୍କୁ ୫ଲକ୍ଷ ୫୨ହଜାର ୭୪୯ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା...

ବିଜେଡି ଦଖଲରେ ବ୍ରହ୍ମପୁର ଲୋକ ସଭା: ବାଜିମାରିଲେ ଚନ୍ଦ୍ରଶେଖର ସାହୁ

ବ୍ରହ୍ମପୁର ଅଫିସ,୨୪ା୫: ବ୍ରହ୍ମପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଛନ୍ତି ବିଜେଡିର ଚନ୍ଦ୍ରଶେଖର ସାହୁ । ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ୧ଲକ୍ଷ ୪୨ହଜାର ୬୩୨ ଖଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri