ନିର୍ବାଚନ

ପାଟଣା ବିଧାନସଭାରେ ବିଜେଡିର ବାଜିମାତ: ପ୍ରାର୍ଥୀ ଜଗନ୍ନାଥ ନାଏକ ୭୭୯୬ ଖଣ୍ଡ ଭୋଟରେ ବିଜୟୀ

ପାଟଣା, ୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ଏସ୍‌ଟି ସଂରକ୍ଷିତ ନିର୍ବାଚନମଣ୍ଡଳୀ ପାଇଁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ରାତି ୯ଟାରେ ଶେଷ ହୋଇଛି। ଭୋଟ ଗଣତି ପାଇଁ ମୋଟ ୧୦୩ ସରକାରୀ...

ପଞ୍ଚମ ଥର ଲାଗି ବିଜେଡି କବ୍ଜାରେ କାକଟପୁର: କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣଙ୍କୁ ହରାଇ ତୁଷାରକାନ୍ତି ହେଲେ ବିଧାୟକ

କାକଟପୁର,୨୪।୫(ଡି.ଏନ୍‌.ଏ.): ନାନା କଳ୍ପନା ଜଳ୍ପନା ସତ୍ତ୍ୱେ କାକଟପୁରରେ ପୁଣି ଥରେ ବାଜିମାତ୍‌ କରିଛି ବିଜେଡି। ଲଗାତାର ୫ମଥର ଲାଗି କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ କବ୍ଜାକୁ ନେଇଛି ଦଳ। ଭାଜପା ଦଳ ଓ ପ୍ରାର୍ଥୀତ୍ୱକୁ ପରିତ୍ୟାଗ କରି ବିଜେଡି ପକ୍ଷରୁ ପ୍ରାର୍ଥୀ...

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ...

ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ ୧୫୭୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନଟି ବାଲେଶ୍ୱର ରାଜନୀତିର ଅତ୍ୟନ୍ତ...

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ...

ବାଲେଶ୍ୱର ବିଧାନସଭା : ବିଜେଡି ୬, ଭାଜପା ୨

ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲାର ୮ଟି ବିଧାନସଭା କ୍ଷେତ୍ରରୁ ୬ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ୨ଟି ଆସନରୁ ଭାଜପା ବିଜୟଲାଭ କରିଥିବାର ଜଣାପଡ଼ିଛି। ଜଳେଶ୍ୱରରୁ ବିଜେଡ଼ି ପ୍ରାର୍ଥୀ ଅଶ୍ବିନୀ ପାତ୍ର ୩୫୭୪୬ , ଭୋଗରାଇରୁ ବିଜେଡି ପ୍ରାର୍ଥୀ ଅନନ୍ତ...

ପାରାଦୀପରେ ବିଜେଡିର ହ୍ୟାଟ୍ରିକ୍‌

ପାରାଦୀପ,୨୪।୫(ସ୍ବ.ପ୍ର.): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ବିଜୟୀ ହୋଇଛନ୍ତି। ୨୦୦୯ରେ ଏହି ନିର୍ବାଚନମଣ୍ଡଳୀ ପୁନର୍ଗଠିତ ହେବା ପରଠାରୁ ଏହାକୁ ମିଶାଇ ବିଜେଡିର ହ୍ୟାଟ୍ରିକ ବିଜୟ ହୋଇଛି। ୨୦୦୯ ଓ ୨୦୧୪ରେ...

ଜଗତ୍‌ସିଂହପୁର ଜିଲାରେ ଶଙ୍ଖନାଦ

ଜଗତ୍‌ସିଂହପୁର ଅଫିସ, ୨୪।୫ : ୨୦୧୯ ନିର୍ବାଚନ ଫଳାଫଳକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଜଗତ୍‌ସିଂହପୁର ଲୋକସଭା ଆସନ ସମେତ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ଶୁଭିଛି ଶଙ୍ଖ ନାଦ। ଜଗତ୍‌ସିଂହପୁର ଏମ୍‌ପି ହୋଇଛନ୍ତି ଡା. ରାଜଶ୍ରୀ...

ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀ:ବିଜେଡିକୁ ୩, ଭାଜପାକୁ ଗୋଟିଏ

ନବରଙ୍ଗପୁର,୨୪-୫(ବି.ପ୍ର):୨୦୧୯ ସାଧାରଣ ନିର୍ବାଚନର ଭୋଟ ଗଣତି ଶେଷ ହୋଇଛି। ରାଜନୀତି ବିଶେଷଜ୍ଞଙ୍କ ଅଙ୍କକଷା କେଉଁଠି ଠିକ ହୋଇଛି ତ ଆଉ କେଉଁଠି ଭୁଲ ହୋଇଛି ା ଫଳାଫଳକୁ ନେଇ ଏବେ ଦଳ, ପ୍ରାର୍ଥୀ ଓ ସମର୍ଥକ ଆଲୋଚନା ପର୍ଯ୍ୟାଲୋଚନା କରୁଛନ୍ତି।...

ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ

ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି। ଭଦ୍ରକ ସଦରରେ ବିଜେଡି ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ...

ମୟୂରଭଞ୍ଜ ଜିଲାରେ ନିର୍ବାଚନ ଫଳାଫଳ: ଭାଜପା ୬, ବିଜେଡି ୩ ବିଧାନସଭା ଆସନରେ ବିଜୟୀ

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଏହି ଜିଲାର ୯ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବାରିପଦା, ବାଙ୍ଗିରିପୋଷି,...

ହିଞ୍ଜିଳିରେ ନବୀନଙ୍କ ଦମ୍‌ଦାର ବିଜୟ

ହିଞ୍ଜିଳିକାଟୁ,୨୩।୫(ଡି.ଏନ୍‌.ଏ.): ୨୦୧୯ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଲଗାତାର ପଞ୍ଚମ ଥର ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭାରୁ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri